Posted inଜାତୀୟ

ଏନ୍‌କ୍ଲୋଜରରେ ରହିଲା ମଣିଷଖିଆ ବାଘ

ଭୋପାଳ, ୭।୬: ମଧ୍ୟପ୍ରଦେଶରେ ଏକ ମଣିଷଖିଆ ବାଘକୁ ଏନ୍‌କ୍ଲୋଜରରେ ରଖାଯାଇଛି। କାହ୍ନା ଜାତୀୟ ଅଭୟାରଣ୍ୟରେ ଥିବା ଏହି ବାଘକୁ ଟ୍ରାଙ୍କ୍ବ୍ୟୁଲାଇଜ୍‌ କରାଯାଇ ଭୋପାଳ ବନ ବିହାରକୁ ପଠାଇ ଦିଆଯାଇଛି। ୫ ବର୍ଷ ବୟସ୍କ ୧୮୦ କିଲୋଗ୍ରାମ୍‌ ବିଶିଷ୍ଟ ଏହି ବାଘ ୩ ଜଣ ମଣିଷଙ୍କୁ ମାରି ଖାଇବା ଯୋଗୁ ୨୦୧୮ ଅଗଷ୍ଟରୁ ଡିସେମ୍ବର ମଧ୍ୟରେ ବେଶ୍‌ ଚର୍ଚ୍ଚାରେ ରହିଥିଲା। ବାଘଟି ମହାରାଷ୍ଟ୍ରର ଚନ୍ଦ୍ରପୁରଠାରୁ ମଧ୍ୟପ୍ରଦେଶର ବେତୁଲ ଅଞ୍ଚଳର ପଳାଶପାଣି ପର୍ଯ୍ୟନ୍ତ ଦୀର୍ଘ ୫୧୦ କିଲୋମିଟର ମଧ୍ୟରେ ଘୁରି ବୁଲୁଥିଲା। ଏହାକୁ ୨୦୧୮ ଡିସେମ୍ବର ୧୦ରେ ସାତପୁରାଠାରେ ଧରାଯାଇଥିଲା। ଏହାକୁ କାହ୍ନା ଜାତୀୟ ଅଭୟାରଣ୍ୟକୁ ପଠା ଦିଆଯାଇଥିଲା। ତେବେ ବାଘଟି ମଣିଷଙ୍କ ପ୍ରତି ବିପଦ ସୃଷ୍ଟି କରୁଥିବାରୁ ଏହାକୁ ଜାତୀୟ ବାଘ ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ)ଙ୍କ ପକ୍ଷରୁ ୨୦୧୯ରେ ଏନକ୍ଲୋଜରରେ ରଖାଯିବା ଲାଗି ନିଷ୍ପତ୍ତି ହୋଇଥିଲା। ସୂଚନାଯୋଗ୍ୟ, ସମ୍ପ୍ରତି ବନ ବିହାରରେ ୧୪ଟି ବାଘ ଅଛନ୍ତି। ତେବେ କେବଳ ୪ଟିକୁ ଲୋକେ ଦେଖିପାରୁଛନ୍ତି। ଅନ୍ୟ ୧୦ଟି ବାଘଙ୍କୁ ସେମାନଙ୍କର ବିପଦ ଜନକ ସ୍ବଭାବ ଯୋଗୁ ଅଲଗା ଏନ୍‌କ୍ଲୋଜରରେ ଦୂରେଇ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri