ଏନ୍‌ଟିପିସି ମୁଖ୍ୟ ମହାପ୍ରବନ୍ଧକଙ୍କ ପଦୋନ୍ନତି

ତାଳଚେର, ୨୧ା୭(ନି.ପ୍ର.) – କଣିହାଁ ସ୍ଥିତ ଏନ୍‌ଟିପିସିର ମୁଖ୍ୟ ମହାପ୍ରବନ୍ଧକ ରମେଶବାବୁ ଭିଙ୍କ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ ପଦୋନ୍ନତି ହୋଇଛି। ଗତ ୧୭ରେ ସେ ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତ ମାର୍ଚ୍ଚ ୨୦ରେ ସେ କଣିହାଁ ପ୍ରକଳ୍ପରେ ଗ୍ରୁପ ଜେନେରାଲ ମ୍ୟାନେଜର ଭାବେ ଯୋଗ ଦେଇଥିଲେ। ପରେ ସିଜିଏମ ପଦବୀକୁ ପଦୋନ୍ନତି ହୋଇଥିଲା। ରମେଶ ଦୀର୍ଘ ୩୨ବର୍ଷ ଧରି ଏନ୍‌ଟିପିସିର ବିଭିନ୍ନ ପ୍ରକଳ୍ପରେ ଇରେକ୍ସନ, ମେକାନିକାଲ, ଅପରେଶନ ଆଦି ବିଭାଗରେ ସଫଳତାର ସହ କାମ କରି ଆସିଛନ୍ତି। ଅଧିକାରୀ, କର୍ମଚାରୀ, ଶ୍ରମିକ ପ୍ରତିନିଧିମାନେ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri