Posted inଜାତୀୟ

ଏନ୍‌ଡିଏ ନେତା ଭାବେ ମୋଦି ନିର୍ବାଚିତ

ନୂଆଦିଲ୍ଲୀ,୨୫ା୫: ନବନିର୍ବାଚିତ ଏନ୍‌ଡିଏ ଏମ୍‌ପିମାନେ ସର୍ବସମ୍ମତିକ୍ରମେ ନରେନ୍ଦ୍ର ମୋଦିଙ୍କୁ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ କରିଛନ୍ତି। ସଂସଦର କେନ୍ଦ୍ରୀୟ ସଭାଗୃହରେ ଅନୁଷ୍ଠିତ ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଓ୍ବାନୀ, ମୁରଲୀ ମନୋହର ଯୋଶୀଙ୍କ ଉପସ୍ଥିତିରେ ସଂସଦୀୟ ଦଳର ନେତା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଭାଜପା ୩୦୩ଟି ଆସନରେ ବିଜୟୀ ହୋଇଥିବାବେଳେ ଏନ୍‌ଡିଏ ୩୫୧ଟି ଆସନରେ ବିଜୟ ଲାଭ କରି ଲୋକସଭାରେ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri