Posted inଜାତୀୟ

ଏନ୍‌ସିପିରେ ଥିଲି ଏବେ ବି ରହିଛି: ଅଜିତ୍‌ ପାଓ୍ବାର

ମୁମ୍ବାଇ,୨୭।୧୧: ଏନ୍‌ସିପିରେ ଥିଲି ଏବେ ବି ଦଳରେ ରହିଛି ବୋଲି ଘରବାହୁଡ଼ି ଥିବା ନେତା ଅଜିତ୍‌ ପାଓ୍ବାର ବୁଧବାର କହିଛନ୍ତି। ମହାରାଷ୍ଟ୍ର ବିଧାନ ଭବନରେ ସେ ବିଧାୟକ ଭାବେ ଶପଥ ପାଠ କରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ଏକ ପ୍ରଶ୍ନର ଉତ୍ତରରେ ଏଭଳି ମନ୍ତବ୍ୟ ଦେଇଛନ୍ତି। ଏହା ପୂର୍ବରୁ ସେ ଟୁଇଟ୍‌ କରି ମଧ୍ୟ ଏହା କହିଥିଲେ। ଦଳ ତାଙ୍କୁ ବହିଷ୍କାର କରି ନାହିଁ ବୋଲି ସେ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଛନ୍ତି। ତେଣୁ ସେ ଏନ୍‌ସିପି ସାଙ୍ଗରେ ରହିଥିବା ପ୍ରକାଶ କରିଛନ୍ତି। ଇତିମଧ୍ୟରେ ଏନ୍‌ସିପି ସଦସ୍ୟ ନଓ୍ବାବ ମଲିକ୍‌ ଅଜିତ୍‌ଙ୍କୁ ଶରଦ ପାଓ୍ବାର କ୍ଷମା କରିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ବିଦ୍ୟୁତ୍‌ ଉପରେ ପଡ଼ୁଛି ଗ୍ୟାସ୍‌ ଚାପ

ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌(ଏଲ୍‌ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍‌ପିଜି…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା…

Video: ହର୍ମୁଜକୁ ନେଇ ହେବ ଯୁଦ୍ଧ? ଇରାନ ଜାରି କଲା ୬୦ ସେକେଣ୍ଡର ଭିଡ଼ିଓ, ଆମେରିକାକୁ ଦେଲା ସିଧା ଚେତାବନୀ

ତେହରାନ,୧୩।୪: ଯେଉଁଦିନ ଇରାନ-ଆମେରିକା ମଧ୍ୟସ୍ଥତା ନେତୃତ୍ୱାଧୀନ ଶାନ୍ତି ଆଲୋଚନା ଭାଙ୍ଗି ଯାଇଥିଲା, ସେହି ଦିନ ଇରାନ ଏକ ଭିଡିଓ ଫୁଟେଜ ଜାରି କରିଥିଲା। ଏହା ଦୁଇ ଦେଶ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

ବିବାହ ସାରି ଫେରୁଥିବା ବେଳେ ଟ୍ରକକୁ ପିଟିଲା ବସ, ୬ ମୃତ, ୧୩ ଆହତ

ଧୌଲାନା,୧୩।୪: ରବିବାର ବିଳମ୍ବିତ ରାତିରେ ପ୍ରାୟ ୧ଟା ୩୦ ସମୟରେ ଉତ୍ତର ପ୍ରଦେଶର ଧୌଲାନା-ମସୁରୀ ରାସ୍ତାରେ ଅରବିନ୍ଦ ଡାଏରୀ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri