Posted inଜାତୀୟ

ଏପରି କହି ଟ୍ରମ୍ପଙ୍କ ମଜା ଉଡାଇଲେ ଭାରତର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ, ୮।୧୧-ଜୋ ବାଇଡେନ୍‌ ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ସୋସିଆଲ ମିଡିଆରେ ଟ୍ରୋଲ ହେଉଛନ୍ତି ଡୋନାଲ୍ଡ ଟ୍ରମ୍ପ। ଶନିବାର ଭାରତର ପୂର୍ବତନ ଓପନର ବ୍ୟାଟ୍ସମ୍ୟାନ ବିରେନ୍ଦ୍ର ସେହଓ୍ବାଗ ଟୁଇଟ କରି ଟ୍ରମ୍ପଙ୍କ ମଜା ଉଡାଇଛନ୍ତି। ଗୋଟିଏ ଫଟୋ ଟୁଇଟ୍‌ କରି ସେହଓ୍ବାଗ ଲେଖିଛନ୍ତି, ଟ୍ରମ୍ପଙ୍କ କମେଡି ବହୁତ ମିସ କରିବେ, ଚାଚାଙ୍କ କମେଡି ବହୁତ ମନେ ପଡିବ। ଏହି ଟୁଇଟ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଘରକୁ ଫେରି ନାହାନ୍ତି ଅଭିତିଜ ଦୀପକେ? କେଉଁଠି ଅଛନ୍ତି? ଉଠିଲାଣି ଅନେକ ପ୍ରଶ୍ନ

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଲେ; ଏବେ ପ୍ରହ୍ଲାଦ ଜୋଷୀ ଏହି ପଦ…

ଧର୍ମେନ୍ଦ୍ରଙ୍କ ପରେ ଜୋର୍‌ ଧରିଲା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି, ୭ ଦିନରେ ନ ଦେଲେ…

ଭୁବନେଶ୍ୱର, ୨୭।୭: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗକୁ ନେଇ ରାଜରାସ୍ତା ସରଗରମ ହୋଇଥିବାବେଳେ ବର୍ତ୍ତମାନ ରାଜ୍ୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି ଜୋର୍‌…

ଶନି ବଳୟର କଣିକା ସଂଗ୍ରହ କରିବ ଏଆଇ ରୋବୋଟିକ୍‌ ସିଷ୍ଟମ୍‌

ୱାଶିଂଟନ,୨୭ା୭: ଶନି ଗ୍ରହର ସୃଷ୍ଟି, ଏହାର ଚାରିପାଖରେ ଥିବା ବିଶାଳ ବଳୟ ଏବଂ ବ୍ରହ୍ମାଣ୍ଡରେ ଗ୍ରହଗୁଡ଼ିକର ବିକାଶ ସମ୍ପର୍କରେ ଲୁଚି ରହିଥିବା ଅନେକ ରହସ୍ୟର ପର୍ଦ୍ଦାଫାଶ କରିବା…

ସୃଷ୍ଟି ହେଲା ଗଭୀର ଅବପାତ: ଏଇଠି ଲ୍ୟାଣ୍ଡଫଲ ସମ୍ଭାବନା, ଭୀଷଣ ବର୍ଷା ନେଇ ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୨୭।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ। ବାଲେଶ୍ବରରୁ ୧୨୦ କି.ମି. ଦୂରରେ ରହିଛି ଅବପାତ। ଆଜି ଅପରାହ୍ନରେ ବାଲେଶ୍ବର-କ୍ୟାନିଂ ମଧ୍ୟରେ ଲ୍ୟାଣ୍ଡଫଲ ସମ୍ଭାବନା। ଉତ୍ତର…

ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା…

CJP ପ୍ରଦର୍ଶନ ଶେଷ ହେବା ପରେ ଆଉ ଜଣେ ନିଟ୍‌ ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଜାଣିଲେ…

ନୂଆଦିଲ୍ଲୀ, ୨୭॥୭: ମହରାଷ୍ଟ୍ରର ଅହିଲ୍ୟାନଗର ଜିଲାର କର୍ଜତ ତାଲୁକା ଅନ୍ତର୍ଗତ ଜଲାଲପୁର ଗ୍ରାମରୁ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଛାତ୍ରୀ ଅଙ୍କିତା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri