Posted inଫୁରସତ

ଏପର୍ଯ୍ୟନ୍ତ ଉଦ୍‌ଘାଟନ ହୋଇନି ଭାରତର ଏହି ଚର୍ଚ୍ଚିତ ପୋଲ

ବିଶ୍ୱରେ ଏମିତି କିଛି ପୋଲ ରହିଛି ଯାହାର ସ୍ବତନ୍ତ୍ରତା ପାଇଁ ଏହା ପ୍ରସିଦ୍ଧ। ସେହିଭଳି କୋଲକାତାର ପରିଚୟ ହେଉଛି ହାଓ୍ବଡା ବ୍ରିଜ୍‌। ଏହି ବ୍ରିଜର ରହିଛି ସ୍ବତନ୍ତ୍ର ପରିଚୟ। ବିଶ୍ୱରେ ଏହା ବେଶ୍‌ ପରିଚିତ। ହେଲେ ଏହି ପୋଲ ଆଜି ପର୍ଯ୍ୟନ୍ତ ଉଦ୍‌ଘାଟନ କରାଯାଇ ନାହିଁ ବୋଲି କୁହାଯାଏ। ଏହି ପୋଲର ଆୟୁ ପାଖାପାଖି ୭୬ ବର୍ଷ ହେବ। ହେଲେ ଆଜି ପର୍ଯ୍ୟନ୍ତ ଏହାର ଉଦ୍‌ଘାଟନ ନ ହେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରେ। କୁହାଯାଏ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଜାପାନର ଏକ ଶକ୍ତିଶାଳୀ ବୋମା ପୋଲ ନିକଟରେ ପଡିଥିଲେ ସୁଦ୍ଧା ପୋଲର କୌଣସି କ୍ଷତି ହୋଇ ନ ଥିଲା। ଆଜି ଭଳି ସେବେ ମଧ୍ୟ ପୋଲ ସେମିତି ରହିଥିଲା। ବିବିସିରୁ ମିଳିଥିବା ସୂଚନା ଅନୁଯାଇ ଉନବିଂଶ ଶତାବ୍ଦିର ଶେଷ ଦଶକରେ ବ୍ରିଟିଶ ଇଣ୍ଡିଆ ସରକାର କୋଲକତା ଓ ହାଓ୍ବଡା ମଧ୍ୟରେ ପ୍ରବାହିତ ହେଉଥିବା ହୁଗଳି ନଦୀ ଉପରେ ଏକ ଭାସମାନ ପୋଲର ଯୋଜନା ପ୍ରସ୍ତୁତ କରିଥିଲେ। କାରଣ ସେ ସମୟରେ ହୁଗୁଳି ନଦୀ ମଧ୍ୟରେ କେତେ ଗୁଡିଏ ଜାହାଜ ଯିବା ଆସିବା କରୁଥିଲା। ତେଣୁ ଖମ୍ବଯୁକ୍ତ ପୋଲ ନିର୍ମାଣ କଲେ ଏଥିରେ ବାଧା ସୃଷ୍ଟି ହେବ ବୋଲି ଭାସମାନ ବା ଝୁଲା ପୋଲର ପରିକଳ୍ପନା କରାଯାଇଥିଲା। ଏହାପରେ ୧୮୭୧ରେ ହାଓ୍ବଡା ବ୍ରିଜ୍‌ ଆକ୍ଟ ପାସ୍‌ ହୋଇଥିଲା। ୧୯୩୬ରେ ଏହି ପୋଲର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇ ୧୯୪୨ରେ ଏହା ସମ୍ପୂର୍ଣ୍ଣ ହୋଇଥିଲା। ହେଲେ ଏପର୍ଯ୍ୟନ୍ତ ଏହା ଉଦ୍‌ଘାଟନ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri