ଏପ୍ରିଲ ୧ରୁ ଘଣ୍ଟାଏରେ ମିଳିବ ଜମିବାଡ଼ି କାଗଜପତ୍ର

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୋଟିଏ ପରେ ଗୋଟିଏ ବିଭାଗ ମୋ ସରକାର ଅଧୀନକୁ ଆସୁଛି। ଏହି କ୍ରମରେ ଫେବୃୟାରୀ ୧୦ରେ ରାଜସ୍ବ ବିଭାଗ ମୋ ସରକାର ଅଧୀନକୁ ଆସିବ। ଏହା ପୂର୍ବରୁ ଯେଉଁ ତହସିଲଦାରଙ୍କ କାମ ବାକି ଅଛି, ସେମାନଙ୍କ ଛୁଟି ବାତିଲ କରାଯାଇଛି। ସେହିଭଳି ଅନେକ କଲେଜ ପ୍ରତିଷ୍ଠା ହୋଇଥିଲେ ବି ସମ୍ପୃକ୍ତ କଲେଜ ନାମରେ ଜମି ନାହିଁ। କଲେଜଗୁଡ଼ିକ ନିଜ ନାମରେ ଜମି କରାଇବାକୁ ଆବେଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଶୁକ୍ରବାର ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନା ଦେଇଛନ୍ତି।

ଏତଦ୍‌ବ୍ୟତୀତ ଜମିବାଡ଼ି କାଗଜପତ୍ର ପାଇଁ ଲୋକମାନଙ୍କୁ ଆଉ ଅପେକ୍ଷା କରିବାକୁ ପଡ଼ିବ ନାହିଁ। କାରଣ ଆବେଦନର ଏକ ଘଣ୍ଟା ମଧ୍ୟରେ ଜମି କାଗଜପତ୍ର ମିଳିଯିବ। ଆସନ୍ତା ଏପ୍ରିଲ ପହିଲାରୁ ମାତ୍ର ଏକ ଘଣ୍ଟା ମଧ୍ୟରେ ଜମିବାଡ଼ି କାଗଜପତ୍ର ମିଳିବ। ତେବେ ସବ୍‌ରେଜିଷ୍ଟାର ଅଫିସରେ ପଞ୍ଜିକରଣ କରିିବା ପରେ ଉକ୍ତଦିନ ଅପରାହ୍ନରେ ସବୁ ତଥ୍ୟ ମିଳିବ ବୋଲି ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri