Posted inଜାତୀୟ

ଏପ୍ରିଲ୍‌ରେ ୫୧ରୁ ଅଧିକ ରାଜ୍ୟ ସଭା ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ,୬।୨: ଆସନ୍ତା ୨୦୨୦ ଏପ୍ରିଲ୍‌ରେ ରାଜ୍ୟ ସଭାରେ ୫୧ରୁ ଅଧିକ ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ସେମାନଙ୍କ ମଧ୍ୟରେ ରାଜ୍ୟ ସଭା ଉପାଧ୍ୟକ୍ଷ ସାଭା ହରିବଂଶ, ଏନ୍‌ସିପି ନେତା ଶରଦ ପାଓ୍ବାର ଏବଂ କେନ୍ଦ୍ରୀୟ ସାମାଜିକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଥାଓ୍ବଲେ ରହିଛନ୍ତି। ମହାରାଷ୍ଟ୍ରର ୭ ଏବଂ ତାମିଲନାଡୁର ୬ ଜଣ ଏମ୍‌ପି ଅବସର ନେବେ। ସେହିପରି ବିହାର ଏବଂ ପଶ୍ଚିମବଙ୍ଗର ୫ରୁ ଅଧିକ ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ ସମାପ୍ତ ହେଉଛି। ଅପରପକ୍ଷରେ ଗୁଜରାଟ ଏବଂ ଆନ୍ଧ୍ରପ୍ରଦେଶର ୪ ଲେଖାଏଁ ଏମ୍‌ପି, ରାଜସ୍ତାନ, ମଧ୍ୟପ୍ରଦେଶ ଏବଂ ଓଡ଼ିଶାର ୩ ଜଣ ଲେଖାଏଁ ଏମ୍‌ପି ଅବସର ନେବେ। ସେହିପରି ତେଲେଙ୍ଗାନାର ୨, ଝାଡ଼ଖଣ୍ଡର ୨ ଏବଂ ଛତିଶଗଡ଼ର ୨ ଜଣ ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ହିମାଚଳପ୍ରଦେଶ, ହରିୟାଣା, ଆସାମ, ମେଘାଳୟ ଏବଂ ମଣିପୁରର ଜଣେ ଲେଖାଏଁ ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ମୋଟ ୬୯ ଜଣଙ୍କ କାର୍ଯ୍ୟକାଳ ଶେଷ ହେଉଥିବାବେଳେ ୫୧ ଜଣ ପୁଣି ନିର୍ବାଚିତ ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼,୩।୮: ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri