ଏବର୍ଷ ରଥଯାତ୍ରା ବନ୍ଦ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ପୁରୀ ରଥଯାତ୍ରାକୁ ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ଘଟିଛି। ଏ ବର୍ଷ ଘୋଷଯାତ୍ରାକୁ ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ରାୟ ଦେଇଛନ୍ତି।

ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ୍‌ ହୋଇଥିବା ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି, ଲୋକଙ୍କ ସୁରକ୍ଷା ଓ ସାଧାରଣ ସ୍ବାର୍ଥ ପାଇଁ ରଥଯାତ୍ରା ବନ୍ଦ ରହିବ। ଏପରିକି ଓଡ଼ିଶାର କେଉଁ ସ୍ଥାନରେ ମଧ୍ୟ ରଥଯାତ୍ରା ହୋଇପାରିବନାହିଁ। ରଥ ପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା ଦେବେନାହିଁ ବୋଲି କୋର୍ଟ କହିଛନ୍ତି।

ପ୍ରକାଶ ଯୋଗ୍ୟ, ଜୁନ୍‌ ୨୩ ତାରିଖରେ ରଥଯାତ୍ରା ଅନୁଷ୍ଠିତ ହୋଇଥାନ୍ତା। ହେଲେ କୋଭିଡ ୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାକୁ ଆୟୋଜନ ନ କରିବାକୁ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଆବେଦନ କରାଯାଇଥିଲା। ଲୋକଙ୍କ ବୃହତ୍‌ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହାକୁ ସ୍ଥଗିତ କରିବା ଲାଗି ପରିଷଦ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

୪ ଥାକିଆ ହେବ ପିପିଲି-କୋଣାର୍କ ରାସ୍ତା

ଗୋପ,୧୦ା୬(ଭାରତୀ ଭୂଷଣ ଉପାଧ୍ୟାୟ): ପର୍ଯ୍ୟଟନର ବିକାଶ ଲାଗି ଖୁବ୍‌ଶୀଘ୍ର ପିପିଲି-କୋଣାର୍କ ରାଜ୍ୟ ରାଜପଥକୁ ୪ ଥାକିଆ ରାସ୍ତା କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri