ଏବିଭିପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ, ନୂତନ କାର୍ଯ୍ୟକାରିଣୀ ସଦସ୍ୟ ଘୋଷଣା

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଭୁବନେଶ୍ୱର ଶାଖାର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ସୋମବାର ନିଳାଦ୍ରିବିହାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଉଦ୍‌ଯାପିତ ହୋଇଯାଇଛି। ଶନିବାର ଓ ରବିବାର ଦୁଇଦିନ ଧରି ଆୟୋଜିତ ଏହି ଶିବିରରେ ଭୁବନେଶ୍ୱରର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଯୋଗଦେଇ ପରିଷଦର ଲକ୍ଷ୍ୟ, ଆଦର୍ଶ ଏବଂ କାର୍ଯ୍ୟକ୍ରମ ବିଷୟରେ ପ୍ରଶିକ୍ଷଣ ନେଇଛନ୍ତି। ଏଥିସହ ଭୁବନେଶ୍ୱର ବିଭାଗ ଲାଗି ନୂତନ ଦାୟିତ୍ୱ ଘୋଷଣା କରାଯାଇଛି। ବିଭାଗ ପ୍ରମୁଖ ଭାବେ ଗାର୍ଗୀ ବାନାର୍ଜୀ, ସହ ପ୍ରମୁଖ ନଳିନୀକାନ୍ତ ରାଉତରାୟ, ସଭାପତି ସଞ୍ଜୟ ମହାନ୍ତି, ରାଜ୍ୟ ଉପସଭାପତି ତପନ କୁମାର ନାୟକ, ଉପସଭାପତି ଦୀପକ ବେହେରା ପ୍ରମୁଖଙ୍କୁ ଦାୟିତ୍ୱ ମିଳିଥିବା ଜଣାପଡ଼ିଛି। ସମାଜର ବିକାଶରେ ସହଭାଗୀ ହୋଇ କାମ କରିବାକୁ ଆହ୍ବାନ ଦେବା ସହ ସମସ୍ତ ନୂତନ କାର୍ଯ୍ୟକାରିଣୀ ଶୁଭେଚ୍ଛା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନୂଆ ମାର୍ଗଦର୍ଶିକା, ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବେ…

ଭୁବନେଶ୍ବର,୬ା୭: ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ  (ଡିସିପି) ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି,…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର  ଡେପୁଟି କମିଶନର ଅଫ୍ ପୋଲିସ(ଡିସିପି) ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ଯାହାକି ରାଜଧାନୀ ପୋଲିସକୁ ଆଶ୍ଚର୍ଯ୍ୟ କରିଦେଇଛି। ବ୍ୟକ୍ତିଗତ କାରଣରୁ ସେ ଚାକିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri