ଏବେ ଆକ୍ସନ ଫିଲ୍ମ କରିପାରନ୍ତି ଶାହାରୁଖ

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହା ଶାହାରୁଖ ଖାଁ କିଛି ଦିନ ହେବ ତାଙ୍କ ପ୍ରଶଂସକଙ୍କଠାରୁ ଦୂରେଇ ରହିଥିଲେ। ଏହାର କାରଣ ବି ଥିଲା। କାରଣ ହେଉଛି ତାଙ୍କ ଅଭିନୀତ ଫିଲ୍ମ ‘ଜିରୋ’ ବଲିଉଡ୍‌ରେ ଭଲ ପ୍ରଦର୍ଶନ କରି ନ ଥିଲା। ଏହାପରେ ଶାହାରୁଖ ସାମାନ୍ୟ ଚୁପ୍‌ ଥିବା ଦେଖାଯାଇଥିଲା। ହେଲେ ଆଗକୁ ସେ ଆକ୍ସନ ଡାଇରେକ୍ଟର ଅଲ୍ଲି ଅବ୍ବାସ ଜାଫରଙ୍କ ସହ ଅଭିନୟ କରିବେ ବୋଲି ଜଣାପଡିଛି। ଏଥିପାଇଁ ଶାହାରୁଖଙ୍କୁ ସ୍କ୍ରିପ୍ଟ ପସନ୍ଦ ଆସିଥିବା ଜଣାପଡିଛି। ଯଦିଓ ଏହା ଅଫିସିଆଲି ଘୋଷଣା କରାଯାଇ ନାହିଁ ତଥାପି ଅନୁମାନ କରାଯାଉଛି କି ଶାହାରୁଖ ଅଲ୍ଲି ଅବ୍ବାସଙ୍କ ଆକ୍ସନ୍‌ ମୁଭିରେ କାମ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?