ଏବେ ଆରମ୍ଭ ହେବନି ଟ୍ରେନ୍‌ ସେବା

ନୂଆଦିଲ୍ଲୀ,୧୧।୪: ଟ୍ରେନ ଯାତ୍ରୀଙ୍କ ଲାଗି ଯାତ୍ରା କାର୍ଯ୍ୟସୂଚୀ ଓ ପୁନର୍ବାର ଟ୍ରେନ ସେବା ଆରମ୍ଭ ନେଇ ଗତ ୨ ଦିନ ହେବ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏକ ନିର୍ଦ୍ଦିଷ୍ଟ ତାରିଖରୁ କେତେ ସଂଖ୍ୟକ ଟ୍ରେନ ଚଳାଚଳ କରିବ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏହି ରିପୋର୍ଟ ଉପରେ ରେଲଓ୍ବେ ପକ୍ଷରୁ ସ୍ପଷ୍ଟୀକରଣ ପ୍ରଦାନ କରାଯାଇଛି। ଟ୍ରେନ ସେବା ପୁଣି ଥରେ ଆରମ୍ଭ କରିବା ନେଇ କୌଣସି ନିଷ୍ପତ୍ତି ଏବେ ଯାଏ ଆସିନାହିଁ ବୋଲି ରେଳ ମନ୍ତ୍ରଣାଳୟ ପକ୍ଷରୁ ଅବଗତ କରାଯାଇଛି। ଟ୍ରେନ ଚଳାଚଳ ନେଇ ପ୍ରକାଶ ପାଉଥିବା ମିଥ୍ୟା ଖବର ଲୋକଙ୍କ ମନରେ ଦ୍ୱନ୍ଦ୍ୱ ସୃଷ୍ଟି କରୁଛି। ଲକ୍‌ଡାଉନ ଅବଧି ଶେଷ ହେବା ପରେ ଯାତ୍ରୀଙ୍କ ହିତକୁ ନଜରରେ ରଖି ଆଗାମୀ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ରେଲଓ୍ବେ ସ୍ପଷ୍ଟ କରିଛି। କୌଣସି ନିଷ୍ପତ୍ତି ଆସିଲେ ସେ ନେଇ ଲୋକଙ୍କୁ ଜଣାଯିବ ବୋଲି ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri