ଏବେ ଦେଶ ହେଲା ଅନ୍‌ଲକ୍‌, ସତର୍କତା ଜରୁରୀ: ମୋଦି

ନୂଆଦିଲ୍ଲୀ,୩୧।୫: ଏବେ ଦେଶ ଅନ୍‌ଲକ୍‌ ହୋଇଛି। ଅର୍ଥବ୍ୟବସ୍ଥାରେ ସୁଧାର ପାଇଁ ଦେଶର ଏକ ବୃହତମ କ୍ଷେତ୍ରକୁ ଖୋଲି ଦିଆଯାଇଛି। ତେବେ କରୋନା ମହାମାରୀ ରହିଛି। ତେଣୁ ପ୍ରତିଟି କାର୍ଯ୍ୟରେ ତଥା କ୍ଷେତ୍ରରେ ସତର୍କତା ଜରୁରୀ। ୬୫ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ପ୍ରବାସୀ ଶ୍ରମିକଙ୍କ ପାଇଁ ଦେଶରେ ଟ୍ରେନ୍‌ ଚଳାଚଳ କରୁଛି। ଯଦି ଗାଁ ଲୋକଙ୍କ ପାଖରେ ଆବଶ୍ୟକ କାମ ଥାଆନ୍ତା ଏବଂ ଗ୍ରାମାଞ୍ଚଳରେ ଆତ୍ମନିର୍ଭରଶୀଳତା ସୃଷ୍ଟି ହୋଇପାରିଥାନ୍ତା, ଆଜି ଗାଁ ଲୋକେ ଭିଟାମାଟି ଛାଡ଼ି ପ୍ରବାସୀ ସାଜି ନ ଥାନ୍ତେ। ସେମାନଙ୍କ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ତେବେ ଦେଶକୁ ଆତ୍ମ ନିର୍ଭରଶୀଳ କରାଇବା ନେଇ ସଭିଏଁ ମିଳିତ ଭାବେ କାର୍ଯ୍ୟ କରିବାର ଏବେ ଆବଶ୍ୟକତା ଥିବା ପ୍ରଧାନମନ୍ତ୍ରୀ କହିଛନ୍ତିି। ଦେଶରେ କରୋନା ଲଢ଼େଇ ଧର୍ଯ୍ୟର ସହିତ ଲଢ଼ାଯାଉଛି। ଅନ୍ୟ ଦେଶ ତୁଳନାରେ ଭାରତରେ କରୋନା ମହାମାରୀର ସଂକ୍ରମଣ ତୀବ୍ରଭାବେ ହୋଇନାହିଁ। ଏହି ଯୁଦ୍ଧରେ ମିଳିତ ଭାବେ ଲଢ଼ିବା ଜରୁରୀ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri