Posted inଫୁରସତ

ଏବେ ବି ସୁସ୍ଥ ଅଛି ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର କୁମ୍ଭୀର ‘ମୁଜା’

ଆମେରିକାର ବେଲଗ୍ରେଡ ଚିଡ଼ିଆଖାନାକୁ ଆସିଛି ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର କୁମ୍ଭୀର ‘ମୁଜା‘। ଆଶ୍ଚର୍ଯ୍ୟର କଥା କୁମ୍ଭୀରଟି ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ନିଜ ପ୍ରଜାତିଙ୍କ ମଧ୍ୟରେ ଏହା ସବୁଠୁ ବୟସ୍କ। ବୟସ ୮୦ ହୋଇଥିଲେ ମଧ୍ୟ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସମସ୍ୟା ପରିଲକ୍ଷିତ ହେଉ ନ ଥିବା ଜାଣି ସମସ୍ତେ ଆଶ୍ଚର୍ଯ୍ୟ। କୁମ୍ଭୀରର ଦେଖାଶୁଣା କରୁଥିବା କର୍ମଚାରୀ କହିଛନ୍ତି, କୁମ୍ଭୀର ଆସିବା ଦିନଠୁ ଚିଡ଼ିଆଖାନାରେ ପର୍ଯ୍ୟଟକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଯେତେବେଳେ କୁମ୍ଭୀର ଶିକାର ପଛରେ ଦୌଡୁଛି ଏବଂ କୁଦା ମାରିବାକୁ ଉଚ୍ଚ ସ୍ଥାନକୁ ଉଠିଯାଉଛି, ତାହା ସେମାନଙ୍କୁ ଖୁବ୍‌ ପସନ୍ଦ ଆସୁଛି। ମୁଜାଠୁ କମ୍‌ ବୟସର କୁମ୍ଭୀରମାନେ କିନ୍ତୁ ଶିକାର ପଛରେ ଦୌଡ଼ି ହାଲିଆ ହୋଇପଡୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?