ଭୋପାଳ, ୧୨।୮: ଜମ୍ମୁ-କଶ୍ମୀରରେ ୩୭୦ ଧାରା ଉଠାଇ ଦିଆଯିବା ଏକ ଐତିହାସିକ ପଦକ୍ଷେପ ବୋଲି ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି। ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଭୁଲକୁ ସୁଧାରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସେ ଧନ୍ୟବାଦ ଦେଇଛନ୍ତି। କେବଳ ଏତିକି ନୁହେଁ, ମୋଦି ଏବଂ ଶାହଙ୍କୁ ଏବେ ସେ ପୂଜା କରିବା ଆରମ୍ଭ କରିଦେଇଛନ୍ତି ବୋଲି ଶିବରାଜ କହିଛନ୍ତି। ସୂଚନାଯୋଗ୍ୟ, ରବିବାର ସେ ଜବାହାରଲାଲ ନେହେରୁ ଅପରାଧୀ କହି ସମ୍ବୋଧନ କରି ବିବାଦ ଘେରକୁ ଆସିଥିଲେ।
ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା
ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…
ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର
ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…
ବୟଫ୍ରେଣ୍ଡଙ୍କ କାର୍ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…
ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…
ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!
ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…
ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…
ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ
ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…
କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍: ଚାଲିଗଲା ୫ ଜୀବନ
ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…
କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…
ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…
Archives

