ଏଭରେଷ୍ଟ ଅଭିଯାନ : ୩ନଂ. ବେସ୍‌ କ୍ୟାମ୍ପରେ କଳ୍ପନା

ଢେଙ୍କାନାଳ ଅଫିସ,୧୩ା୫: ଏଭରେଷ୍ଟର ଉତ୍ତୁଙ୍ଗ ଶିଖରକୁ ଛୁଇଁବାକୁ ଅଦମ୍ୟ ଇଚ୍ଛା ନେଇ ପୁଣିଥରେ ଅଭିଯାନ ଆରମ୍ଭ କରିଛନ୍ତି ଢେଙ୍କାନାଳର ଦୁଃସାହସିକା କ୍ରୀଡ଼ାବିତ୍‌ କଳ୍ପନା ଦାଶ। ନେପାଳର କାଞ୍ଚତ୍ମାୟା ତମାଙ୍ଗ ଏବଂ ଚାଇନାର ଲିଆମୁ ମାଙ୍କ ସହ ସେ ନେପାଳରୁ ଏଭରେଷ୍ଟ ଚଢ଼ିବା ଆରମ୍ଭ କରିଥିବାବେଳେ ଅଭିଯାତ୍ରୀ ଦଳର ସଦସ୍ୟମାନେ ୩ନଂ. ବେସ୍‌ କ୍ୟାମ୍ପରେ ପହଞ୍ଚତ୍ସାରିଛନ୍ତି। ରବିବାର କ୍ୟାମ୍ପରୁ ଭାରତୀୟ ଶାଢ଼ି ପିନ୍ଧି କଳ୍ପନା ନିଜର ଫଟୋ ହ୍ବାଟ୍ସଆପ୍‌ରେ ଶେୟାର କରିବା ସହ ଅଭିଯାନ ସମ୍ପର୍କରେ ସୂଚନା ଦେଇଛନ୍ତି।

କଳ୍ପନା କହିଛନ୍ତି ଯେ, ସହଯାତ୍ରୀଙ୍କ ସହ ସେ ୩ନଂ. ବେସ୍‌ କ୍ୟାମ୍ପରେ ପହଞ୍ଚତ୍ଛନ୍ତି। ପ୍ରବଳ ଥଣ୍ଡା ପବନ ପ୍ରବାହିତ ହେଉଥିବାରୁ ଆଗକୁ ଚଢ଼ିବା କଷ୍ଟକର ହେଉଛି। ତଥାପି ଅଭିଯାତ୍ରୀ ଦଳ ଉଦ୍ୟମ ଚଳାଇଛନ୍ତି। ବିଶ୍ୱଶାନ୍ତି, ବନ୍ଧୁତ୍ୱ ଏବଂ ମହିଳା ସଶକ୍ତୀକରଣ ବାର୍ତ୍ତା ନେଇ ଏହି ଅଭିଯାନ ଆରମ୍ଭ ହୋଇଛି। ମହିଳାମାନେ ଦୁଃସାହସିକ କ୍ରୀଡ଼ାରେ ଭାଗନେବା ପାଇଁ ପ୍ରେରିତ କରିବା ଏହାର ଅନ୍ୟତମ ଉଦ୍ଦେଶ୍ୟ। ବିଶିଷ୍ଟ ମାଉଣ୍ଟେନର ପେମ୍ବା ଧୀରଜେ ସେରପା ଅଭିଯାନର ନେତୃତ୍ୱ ନେଉଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri