Posted inଫୁରସତ

ଏମିତି ଏକ ବଲ୍‌ବ, ଯାହାର ପାଳନ କରାଯାଇଥିଲା ଜନ୍ମଦିନ

ସାଧାରଣତଃ କୌଣସି ବଲ୍‌ବ ଗୋଟେ ବର୍ଷରୁ ଅଧିକ ଜଳେ ନାହିଁ। ତେବେ ଅନେକ କମ୍ପାନୀ ଲଙ୍ଗ୍‌ ଲାଷ୍ଟିଙ୍ଗ୍‌ର ଗ୍ୟାରେଣ୍ଟି ମଧ୍ୟ ଦେଉଛନ୍ତି। କିନ୍ତୁ ଦୁନିଆରେ ଏପରି ଏକ ବଲ୍‌ବ ଅଛି, ଯାହା ୧୧୮ ବର୍ଷ ହେଲାଣି ଲଗାତର ଜଳୁଛି। ସେଣ୍ଟିନିୟର୍‌ ଲାଇଟ୍‌ ନାମରେ ପ୍ରସିଦ୍ଧ ଏହି ବଲ୍‌ବ କେବେ ମଧ୍ୟ ଫ୍ୟୁଜ୍‌ ହୋଇନାହିଁ। ଏହା ୧୯୦୧ ମସିହାରୁ ଜଳିବା ଆରମ୍ଭ ହୋଇଛି। କାଲିଫର୍ଣ୍ଣିଆର ଲିୱରମୋର ସହରର ଦମକଳ କେନ୍ଦ୍ରରେ ଏହି ବଲ୍‌ବ ଲଗାଯାଇଛି। ଆଜି ପର୍ଯ୍ୟନ୍ତ ଏହି ବଲ୍‌ବକୁ ନା ବନ୍ଦ କରାଯାଇଛି ନା ଏହା ଫ୍ୟୁଜ୍‌ ହୋଇଛି।
୪ ୱାଟ୍‌ର ଏହି ବଲ୍‌ବ ଚବିଶ ଘଣ୍ଟା ଜଳୁଥାଏ। ଦମକଳ କେନ୍ଦ୍ରରେ କାମ କରୁଥିବା କର୍ମୀମାନଙ୍କ ସୂଚନାନୁସାରେ, ୧୯୩୭ ମସିହାରେ ବିଜୁଳି ତାରର ମରାମତି ପାଇଁ ଏହି ବଲ୍‌ବକୁ ବନ୍ଦ କରାଯାଇଥିଲା ଓ ତାର ବଦଳେଇବା ପରେ ଏହାକୁ ପୁଣି ଜଳେଇ ଦିଆଯାଇଥିଲା। ୨୦୦୧ରେ ଉକ୍ତ ବଲ୍‌ବର ଶତବାର୍ଷିକୀ ମଧ୍ୟ ପାଳନ କରାଯାଇଥିଲା। ଏହି ଜନ୍ମଦିନ ପାଇଁ ସଙ୍ଗୀତ ପାର୍ଟିର ଆୟୋଜନ କରାଯାଇଥିଲା। ଏହାର ପ୍ରସାରଣ ପାଇଁ ୱେବ୍‌ କ୍ୟାମେରାର ମଧ୍ୟ ଉପଯୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri