Posted inଫୁରସତ

ଏମିତି ଦେଶ, ଯେଉଁଠି ଘର କାନ୍ଥରେ ସ୍ତ୍ରୀଙ୍କ ଫଟୋ ରହିବା ବାଧ୍ୟତାମୂଳକ

ବିଶ୍ୱର ପ୍ରତ୍ୟେକ ଦେଶରେ କିଛି ନା କିଛି ରହସ୍ୟ ରହିଛି। ପ୍ରତ୍ୟେକ ଦିଶ ନିଜ ଚାଲିଚଳଣି, ପରମ୍ପରାକୁ ନେଇ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥାଏ। ସେହିପରି ବ୍ରୁନେଇ ଏମିତି ଏକ ଦେଶ, ଯେଉଁଠାରେ ଅଜବ ନୀତି ନିୟମ ତଥା  ପ୍ରଥା ରହିଛି। ଇଣ୍ଡୋନେସିଆ ନିକଟରେ ଅବସ୍ଥିତ ଏହି ଦେଶରେ ରାଜତନ୍ତ୍ର ବର୍ତ୍ତମାନ ମଧ୍ୟ କାର୍ଯ୍ୟ କରୁଛି, ଅର୍ଥାତ୍‌ ଏଠାରେ ରାଜାଙ୍କ ଶାସନ ଚାଲିଥାଏ। ଅନ୍ୟାନ୍ୟ ଦେଶ ପରି ଏହି ଦେଶ ମଧ୍ୟ ବ୍ରିଟିଶମାନଙ୍କର ଅଧୀନରେ ରହିଥିଲା। ୧୯୮୪ ଜାନୁୟାରୀ ୧ରେ ସ୍ବାଧୀନତା ଲାଭ କରିଥିଲା। ଏହି ଦେଶରେ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଥାଏ। ଘର କାନ୍ଥରେ ସ୍ତ୍ରୀଙ୍କ ଫଟୋ ରଖିବା ବାଧ୍ୟତାମୂଳକ ଭଳି ପ୍ରଥା ଏଠାରେ ଚଳିଆସୁଛି। କେତେକ ଲୋକଙ୍କ ଘର କାନ୍ଥ ବା ପ୍ରାଚୀରରେ ଏକରୁ ଅଧିକ ସ୍ତ୍ରୀଙ୍କ ଫଟୋ ଲଗାଯାଇଥିବାର ମଧ୍ୟ ଦେଖାଯାଏ। ଏହା ବ୍ୟତୀତ କାନ୍ଥରେ ସୁଲତାନଙ୍କ ଚିତ୍ର ମଧ୍ୟ ଦେଖିବାକୁ ମିଳିଥାଏ। କେବଳ ଏତିକି ନୁହେଁ, ଏଠାକାର ଲୋକମାନେ ରାସ୍ତାରେ ଯିବାବେଳେ କିଛି ଖାଇବା ପିଇବା କରନ୍ତି ନାହିଁ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏଠାକାର ଲୋକେ ଫାଷ୍ଟଫୁଡ୍‌ ଖାଇବାକୁ ପସନ୍ଦ କରନ୍ତି ନାହିଁ। ସର୍ବସାଧାରଣ ସ୍ଥାନରେ ମଦ ପିଇବା ମଧ୍ୟ ନିଷେଧ।


ଏକ ରିପୋର୍ଟ ଅନୁଯାୟୀ, ଏଠାରେ ଅଧିକାଂଶ ଲୋକଙ୍କ ପାଖରେ କାର୍‌ ରହିଛି। ପ୍ରାୟ ୧ ହଜାର ଲୋକଙ୍କ ପାଖରେ ୭୦୦କାର୍‌ ଅଛି। ପ୍ରକୃତପକ୍ଷେ ଏଠାକାର ଲୋକଙ୍କ ନିକଟରେ ଅଧିକ କାର୍‌ ରହିବାର କାରଣ ହେଲା ଏଠାରେ ତେଲ ମୂଲ୍ୟ ବହୁତ କମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri