Posted inଫୁରସତ

ଏମିତି ଦେଶ, ଯେଉଁଠି ଜଣେ ଦୋଷ କଲେ ୩ ପିଢ଼ିଙ୍କୁ ମିଳିଥାଏ ଦଣ୍ଡ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୧୯।୪: ବିଶ୍ୱରେ ଅନେକ ଦେଶ ରହିଛି। ଯେଉଁଠାରେ ନୀତି, ନିୟମ ମଧ୍ୟ ଭିନ୍ନ ରହିଥାଏ। କିନ୍ତୁ ଏପରି ଏକ ଦେଶ ଅଛି, ଯେଉଁଠି କିଛି ଅଜବ ନିୟମ ରହିଛି। ଏପରି ଦେଶ ହେଉଛି ଉତ୍ତରକୋରିଆ। ଏଠାରେ ଏକଛତ୍ରବାଦୀ ଶାସନ ଚାଲିଥାଏ। ଏହି ଦେଶରେ ଆଜି ମଧ୍ୟ ଗଣତନ୍ତ୍ର ନାହିଁ। ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ତାଙ୍କ ଦେଶର ନାଗରିକଙ୍କ ପାଇଁ ସମସ୍ତ ନିୟମ ସ୍ଥିର କରିଥାନ୍ତି। ଯଦି ଜଣେ ନାଗରିକ କୌଣସି ଅପରାଧରେ ସମ୍ପୃକ୍ତ ଥିବା ଜଣାପଡ଼ନ୍ତି ବା ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ସେ ଦଣ୍ଡିତ ହେବା ସହିତ ତାଙ୍କର ଭବିଷ୍ୟତ ତିନି ପିଢ଼ିକୁ ମଧ୍ୟ ଏହି ଦଣ୍ଡର ସମ୍ମୁଖୀନ ହେବାକୁ ପଡ଼ିଥାଏ।

କିମ୍‌ ଜୋଙ୍ଗ୍‌ ତାଙ୍କ ଦେଶବାସୀଙ୍କ ଉପରେ ଏକଛତ୍ରବାଦୀ ଶାସନ ଚଳାନ୍ତି। ତାଙ୍କ ଦ୍ୱାରା ପ୍ରସ୍ତୁତ ସମସ୍ତ ଆଇନ୍‌ ପ୍ରଜୁଯ୍ୟ ଅଟେ। ଏପରିକି ଜିନ୍ସ ପିନ୍ଧିବା, କେଶ କାଟିବାରେ ମଧ୍ୟ କଟକଣା ରହିଛି। ଉତ୍ତର କୋରିଆରେ ଉଭୟ ମହିଳା ଓ ପୁରୁଷଙ୍କୁ ଜିନ୍ସ ପିନ୍ଧିବାକୁ ବାରଣ କରାଯାଇଛି। ଯଦି କେହି ଏହି ନିୟମ ପାଳନ କରେ ନାହିଁ ତେବେ ତାଙ୍କୁ କଠୋର ଦଣ୍ଡରେ ଦଣ୍ଡିତ ହେବାକୁ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri