ଏମିତି ପାଳନ୍ତୁ ହୋଲି

କରୋନା ଭାଇରସ୍‌ କାରଣରୁ ଏଥର ହୋଲି ଉତ୍ସବ ପାଳନକୁ ନେଇ ବିଭିନ୍ନ ସ୍ଥାନରେ ଦ୍ୱନ୍ଦ୍ୱ ଦେଖା ଦେଇଛି। କିଛି ଲୋକ ତ ଏପର୍ଯ୍ୟନ୍ତ ଦ୍ୱନ୍ଦ୍ୱରେ ଅଛନ୍ତି ଯେ ହୋଲି ଖେଳିବେ କି ନାହିଁ। ଆପଣ ଯଦି ହୋଲି ଖେଳର ମଜା ନେବାକୁ ଚାହାନ୍ତି ତା’ହେଲେ କରୋନା ଭାଇରସରୁ ରକ୍ଷା ପାଇବା ସହ କିପରି ସୁରକ୍ଷିତ ଭାବେ ହୋଲି ପାଳନ କରିପାରିବେ ସେ ସମ୍ପର୍କରେ ଜାଣି ରଖନ୍ତୁ।

ସର୍ବପ୍ରଥମେ ପ୍ରାକୃତିକ ରଙ୍ଗ ବ୍ୟବହାର କରନ୍ତୁ ଏବଂ କୌଣସି ପ୍ରକାର ରାସାୟନିକ ରଙ୍ଗ ବ୍ୟବହାର କରନ୍ତୁ ନାହିଁ।
ପିଲାଙ୍କୁ ପାଣି ସହ ହୋଲି ଖେଳିବାକୁ ମନା କରନ୍ତୁ। କାରଣ କରୋନା ଭାଇରସ୍‌ ଓଦା ଏବଂ ଥଣ୍ଡା ଦେହରେ ଶୀଘ୍ର ସଂକ୍ରମଣ ସୃଷ୍ଟି କରିଥାଏ।
ଭିଡ଼ ସ୍ଥାନରେ ଅଧିକ ଲୋକଙ୍କ ସହ ହୋଲି ନ ଖେଳି ଘରେ ପରିବାର ତଥା ସମ୍ପର୍କୀୟମାନଙ୍କ ସହ ହୋଲି ଖେଳର ମଜା ନିଅନ୍ତୁ।
ବାହାର ଲୋକ ଆପଣଙ୍କ ପାଖକୁ ହୋଲି ଖେଳିବା ନିମନ୍ତେ ଆସିଲେ ସେମାନଙ୍କୁ ପ୍ରଥମେ ସାନିଟାଇଜର ବ୍ୟବହାର କରିବାକୁ ଦିଅନ୍ତୁ।
ଅଜବ ଲାଗିଲେ ବି ମାସ୍କ ଲଗାଇ ହୋଲି ଖେଳିବାକୁ ଚେଷ୍ଟା କରନ୍ତୁ।
ରଙ୍ଗରେ ପୂରା ବୁଡ଼ି ନ ଯାଇ ଅଳ୍ପ ରଙ୍ଗ ବ୍ୟବହାର କଲେ ଭଲ। ଏହା ସହ ବାହାରୁ ଆସିଥିବା ମିଠା ଖାଇବା ବଦଳରେ ଘର ତିଆରି ମିଠା ବ୍ୟବହାର କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri