ଏମିତି ବି ଆସେ ମୃତ୍ୟୁ

ଉଦଳା,୯ା୩(ଡ଼ି.ଏନ୍‌.ଏ)- ମୃତ୍ୟୁ କେତେବେଳେ କେମିତି ଆସେ ତାହା କହି ହୁଏ ନାହିଁ। ରାଜ୍ୟ ବାହାରେ ଝାଡଖଣ୍ଡର ଧାନବାଦରେ ରହି ଇଞ୍ଜିନିୟରିଂ ପାଠ ପଢୁଥିବା ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳର ଶ୍ରୀବେଦା ଶୁଭଦର୍ଶିନୀ (୨୫) ନାମ୍ନୀ ଜଣେ ଛାତ୍ରୀ ହୋଲି ଉତ୍ସବ ମନାଇବାକୁ ଶନିବାର ଘରକୁ ଆସିଥିଲେ। ରବିବାର ସନ୍ଧ୍ୟାବେଳେ ସେ ଖୁସିରେ ସାଇକେଲ ଚଳାଉଥିଲେ। ଉଦଳା-ବାରିପଦା ରାସ୍ତାର ମଧୁପୁର ଛକ ନିକଟରେ ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଏଥିରେ ସେ ଗୁରୁତର ଆହତ ହୋଇଥିତ୍ଲେ। ତାଙ୍କୁ ଉଦଳା ଡାକ୍ତରଖାନା ନିଆଯିବା ପରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତ୍ୟୁ ଖବର ପହଞ୍ଚିବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।
ଉଦଳା ମାଉସୀ ମା’ ମନ୍ଦିର ନିକଟରେ ରହୁଥିବା ଦୋଳମଣି ପୁହାଣଙ୍କ ଝିଅ ଶ୍ରୀବେଦା ଶୁଭଦର୍ଶିନୀ। ତାଙ୍କ ସାଇକେଲକୁ ଧକ୍କା ଲଗାଇଥିବା ମେଣ୍ଢାଖାଇ ଗ୍ରାମର ୨ ବାଇକ୍‌ ଆରୋହୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଉଦଳା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ବାଇକ୍‌କୁ ଜବତ କରିବା ସହିତ ଘଟଣାର ତଦନ୍ତ କରି ଏକ ମାମଲା ରୁଜୁ କରିଛି।ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପୋଲିସ ହେପାଜତରେ ରଖ୍‌ତ୍ଛି। ସ୍ଥାନୀୟ ଅଞ୍ଚଳ ଓ ମେଡିକାଲରେ ଏହି ଦୁର୍ଘଟଣା ନେଇ ତୀବ୍ର ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ଗୃହ ନିର୍ମାଣ ବିବାଦ: ୨୧ ଆନ୍ଦୋଳନକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ସିଡିପିଓ

ଭଞ୍ଜନଗର, ୧୧।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଜଗନ୍ନାଥପ୍ରସାଦ ବ୍ଲକ ରାଉତି ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଗୃହ ନିର୍ମାଣକୁ ନେଇ ଚାଲିଥିବା ବିବାଦ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri