Posted inଫୁରସତ

ଏମିତି ମନ୍ଦିର ଯେଉଁଠି ରୋବଟ୍‌ ପୂଜାରୀ

ସାଧାରଣତଃ ମନ୍ଦିରରେ ପୂଜାରୀମାନେ ପୂଜା କରିଥାନ୍ତି। ମାତ୍ର ଏମିତି ଏକ ମନ୍ଦିର ରହିଛି ଯେଉଁଠି ପୂଜାରୀ ନୁହନ୍ତି, ରୋବଟ୍‌ କରିଥାନ୍ତି ପୂଜା। ଏପରି ମନ୍ଦିର ରହିଛି ଜାପାନରେ। ଏଠାକାର ୪୦୦ ବର୍ଷ ପୁରୁଣା ବୁଦ୍ଧ ମନ୍ଦିରରେ ରୋବଟ୍‌କୁ ପୂଜାରୀ ଭାବେ ନିଯୁକ୍ତି କରାଯାଇଛି। ଏହି ରୋବଟ୍‌ର ନାଁ ହେଉଛି ଆଣ୍ଡରୋଏଡ କାନୋନ୍‌। ଯିଏ କେଡାଜି ଓ କେଓଟ ମନ୍ଦିରରେ ପ୍ରାର୍ଥନା କରିବା ସହ ଶ୍ରଦ୍ଧାଳୁଙ୍କୁ ଦୟା, କ୍ଷମା ଶିଖାଇଥାନ୍ତି। ମନ୍ଦିରରେ ଅନ୍ୟ ପୂଜାରୀ ରୋବଟ୍‌କୁ ଏହି କାର୍ଯ୍ୟରେ ସହାୟତା କରିଥାନ୍ତି। ସିଲିକନ୍‌ରେ ବନାଯାଇଥିବା ଏହି ରୋବଟ୍‌ ୬ ଫୁଟ ଲମ୍ବର ହୋଇଥିବା ବେଳେ ତାହା ମଣିଷ ଶରୀରର ରଙ୍ଗ ପରି ଦେଖାଯାଇଥାଏ। ଏହାକୁ ତିଆରି କରିବାରେ ୧୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

ଶୃଙ୍ଖଳା ନାଁରେ ବର୍ବରତା! ୮୨ ଛାତ୍ରଙ୍କୁ ଅଧାଲଣ୍ଡା କରିଦେଲେ ଶିକ୍ଷକ, ରାଜ୍ୟରେ ହଇଚଇ

ମୁମ୍ବାଇ,୫।୧୦: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିମୁର ତାଲୁକାର ଜାମ୍ଭୁଲଘାଟସ୍ଥିତ ଏକ ସରକାରୀ ମାଧ୍ୟମିକ ଆଶ୍ରମ ବିଦ୍ୟାଳୟରେ ପ୍ରାୟ ୮୨ ଜଣ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ଥାଲାସିମିଆ ରୋଗ କ’ଣ? ଗର୍ଭବତୀ ମହିଳାଙ୍କର ଏହି ସମସ୍ୟା ଥିଲେ କେମିତି କରାଯିବ ଚିକିତ୍ସା ଜାଣନ୍ତୁ…

ଥାଲାସିମିଆ ହେଉଛି ଏକ ବଂଶଗତ ରୋଗ । ଏହି ରୋଗରେ ଶରୀରରେ ସଠିକ୍ ପରିମାଣରେ ହିମୋଗ୍ଲୋବିନ୍ ଏବଂ ସୁସ୍ଥ ଲୋହିତ ରକ୍ତ କଣିକା ତିଆରି ହୋଇପାରେ ନାହିଁ।…

ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ, କହିଲେ ‘ଯଦି ସରକାର… ତେବେ ଆମେ ଏହାର ମୁକାବିଲା କରିବାକୁ ପ୍ରସ୍ତୁତ’

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରା ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?