ଏମିତି ରାଜା ଅବସର ସମୟରେ କରନ୍ତି ମେକାନିକ୍‌ କାମ…

ଦୁଇ ଦୁଇଟି ଦେଶର ରାଜା ସେ ପୁଣି ଅବସର ସମୟରେ କାର୍‌ ମେକାନିକ୍‌ ଭାବେ କାମ କରନ୍ତି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଜଣେ ରାଜା ଅଛନ୍ତିି ଆଫ୍ରିକାରେ। ସେ ରାଜକାର୍ଯ୍ୟ ତୁଲାଇବା ସହ ଅବସର ସମୟରେ ମେକାନିକ୍‌ ଭାବେ କାର୍ଯ୍ୟ କରନ୍ତି। ଶାସନଗାଦିରେ ବସି ପ୍ରଜାମାନଙ୍କର ଦୁଃଖସୁଖ ବୁଝିବା ସହ ରାଜା ବିଭିନ୍ନ ଉପଯୋଗୀ ପରାମର୍ଶ ଦିଅନ୍ତି । ୭୧ ବର୍ଷୀୟ ଏହି ରାଜା ହେଉଛନ୍ତି ସିଫସ ବଂସାହ। ଟୋଗୋ ଏବଂ ଘାନା ଦୁଇଟି ରାଜ୍ୟର ଶାସନ ଦାୟିତ୍ୱ ତାଙ୍କ ଉପରେ ନ୍ୟସ୍ତ। ତାଙ୍କର ଜନ୍ମ ଘାନାରେ ହୋଇଥିଲେ ହେଁ ରାଜା ଭାବେ ନିଯୁକ୍ତି ହେବା ପୁର୍ବରୁ ୧୯୭୦ରେ ଜର୍ମାନୀ ଚାଲିଯାଇଥିଲେ। ଏହି ଦୁଇ ରାଜ୍ୟର ଜନ ସଂଖ୍ୟା ହେଉଛି ୩ ଲକ୍ଷରୁ ଅଧିକ। ଲୋକେ ବଂସାହଙ୍କୁ ସୁପରିଅର ଆଣ୍ଡ ସ୍ପିରିଚୁଆଲ ଚିଫ୍‌ ବୋଲି କହିଥାନ୍ତି। ସେ ୧୯୪୮ ଏପ୍ରିଲ୍‌ ୨୨ରେ ଘାନାର ହୋହୋଇଠାରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri