Posted inଫୁରସତ

ଏମିତି ସହର, ଯେଉଁଠି କୌଣସି ଗଳି କିମ୍ବା ରାସ୍ତାର ନାଁ ନାହିଁ

ଜର୍ମାନୀ: ଆଜିର ସମୟରେ ଗଳିକନ୍ଦି, ସାହିବସ୍ତିର ନାଁ ଥିବାବେଳେ ବିଶ୍ୱରେ ଏମିତି ଏକ ସହର ରହିଛି, ଯେଉଁଠି ମୁଖ୍ୟ ଛକକୁ ଛାଡ଼ିଦେଲେ ଅନ୍ୟ କୌଣସି ଛକ, ଗଳି, ରାସ୍ତା ସବୁ ବେନାମୀ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଏକ ସହର ରହିଛି ଜର୍ମାନୀରେ।

ଇତିହାସ କୁହେ, ହିଲିଗର୍ମିସନ୍‌ ସହର ୧୯୭୦ ମସିହାରେ ଏଠାରେ ଗଠନ କରାଯାଇଥିଲା। ମାତ୍ର ଏହା ମଧ୍ୟ ମୂଳ ନାଁ ନୁହେଁ। ଏହା କେବଳ ଘର ନଂ. ଏବଂ ପୁରୁଣା ଏକ ଗାଁର ନାମାନୁସାରେ କରାଯାଇଛି। ଏହି ସହରରେ ୨୨୦୦ ଲୋକ ବସବାସ କରୁଛନ୍ତି।

ଚଳିତବର୍ଷ ଏଠାରେ ରହୁଥିବା ଲୋକମାନେ ସହରର ନାଁ କ’ଣ ଦେବେ ବୋଲି ଭୋଟିଂ କରାଯାଇଛି। ନାମକରଣ କରିବାକୁ ୬୦ ପ୍ରତିଶତ ଲୋକଙ୍କ ମଧ୍ୟରେ ଜନମତ ସଂଗ୍ରହ କରାଯାଇଥିଲା। ସେମାନେ କହିଥିଲେ, ପୂର୍ବରୁ ଯେମିତି ଅଛି ଠିକ୍‌ ଅଛି। କୌଣସି ସଡ଼କ କିମ୍ବା ଗଳିର ନାଁ ଦିଆ ନ ଯାଉ।

କିନ୍ତୁ ପରିଷଦ ପକ୍ଷରୁ କୁହାଯାଇଥିଲା, ଗଳିକନ୍ଦିର ନାମ ଦିଆଯିବା ଉଚିତ୍‌। ଆପାତତଃ ସହରକୁ ଆସୁଥିବା ଅଜଣା ଲୋକେ ରାସ୍ତାଘାଟ ଜାଣିବାରେ ଅସୁବିଧା ହେବ ନାହିଁ। କିନ୍ତୁ ସ୍ଥାନୀୟ ଲୋକେ ଏଥିରେ ସହମତ ନୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri