Posted inଫୁରସତ

ଏମିତି ସହର, ଯେଉଁଠି ୫ ଦିନ ଡ୍ରେସ୍‌ ଧୋଇବା ମନା

ସାଧାରଣତଃ ଡ୍ରେସ୍‌ ୨ କିମ୍ବା ୩ଥର ଧୋଇବା ପରେ ତାହା ମଇଳା ହୋଇଯାଇଥାଏ। ଫଳରେ ତାକୁ ସଫା କରିବାକୁ ପଡେ। ପ୍ରତ୍ୟେକ ଦିନ ଡ୍ରେସ୍‌ ସଫା ହେବା ଏକ ସାଧାରଣ କଥା। କିନ୍ତୁ ବିଶ୍ୱରେ ଏମିତି ଏକ ସହର ଅଛି ଯେଉଁଠି ସପ୍ତାହର ୫ ଦିନ ଡ୍ରେସ୍‌ ସଫା କରିବାକୁ ମନା କରାଯାଇଛି। ଏହା ପଛରେ ଏକ କାରଣ ମଧ୍ୟ ରହିଛି। ଆମେରିକାର ନର୍ଥ କ୍ୟାରୋଲିନାରେ ସର୍ଫ ସିଟିରେ ଗତ କିଛିଦିନ ହେବ ସପ୍ଲାଏ ପାଣି ମଇଳା ଆସୁଛି। ଏହାଦ୍ୱାରା ସ୍ଥାନୀୟ ଲୋକଙ୍କୁ ଡ୍ରେସ୍‌ ସଫା କରିବାରେ ଅସୁବିଧାର ସାମ୍ନା କରିବାକୁ ପଡୁଛି। ଏହା ସହ ରୋଷେଇ କରିବାରେ ମଧ୍ୟ ସମସ୍ୟା ଦେଖାଦେଉଛି। ସପ୍ଲାଏ ପାଇପ୍‌ ଲାଇନରେ ଜମା ହୋଇଥିବା ଅତିରିକ୍ତ ଆଇରନ ସଫା କରିବା ପାଇଁ ପବ୍ଲିକ୍‌ ଓ୍ବାର୍କ୍ସ ଡିପାର୍ଟମେଣ୍ଟ ପକ୍ଷରୁ ୫ ଦିନ ଡ୍ରେସ୍‌ ସଫାସଫି କରିବାକୁ ମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

Weight Loss Tips: ରାତିରେ ଖାଆନ୍ତୁ ଏହି ୫ ଜିନିଷ, ଶୀଘ୍ର କମିଯିବ ପେଟର ଚର୍ବି

ଆଜିର ଦ୍ରୁତ ଗତି ଜୀବନରେ, କାମର ଚାପ ଏବଂ ପରିବର୍ତ୍ତନଶୀଳ ଅଭ୍ୟାସ ସିଧାସଳଖ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ସମୟ ଅଭାବରୁ ଲୋକମାନେ ସଠିକ ସମୟରେ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri