ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ଓଡ଼ିଶାକୁ ପ୍ରଥମ ପୁରସ୍କାର

ଭୁବନେଶ୍ୱର,୨୮।୨: ଅଣୁ,କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ବିଭାଗ ଜାତୀୟ ସ୍ତରରେ ପ୍ରଥମ ପୁରସ୍କାର ଲାଭ କରିଛି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ନୀତିନ ଗଡକରୀଙ୍କଠାରୁ ରାଜ୍ୟ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ଏହି ପୁରସ୍କାର ଗ୍ରହଣ କରିଛନ୍ତି। କାର୍ଯ୍ୟକ୍ରମରେ ଏମ୍‌ଏସ୍‌ଏମ୍‌ଇ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ସଚିବ ଡ.ଅରୁଣ କୁମାର ପଣ୍ଡା, ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ଅତିରିକ୍ତ ଶାସନ ସଚିବ ଉଦୟ ନାରାୟଣ ଦାସ, ଅତିରିକ୍ତ ଶିଳ୍ପ ନିର୍ଦ୍ଦେଶକ ସରୋଜ କୁମାର ହୋତା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ। ରାଜ୍ୟରେ ଖଣିଜ ସମ୍ପଦ ଭଣ୍ଡାର ଯୋଗୁ ଏହା ଶିଳ୍ପ କ୍ଷେତ୍ରରେ ଏକ ବହୁଳ ସମ୍ଭାବନା ସୃଷ୍ଟି କରିଛି। ନାଲ୍‌କୋ, ରାଉରକେଲା ଇସ୍ପାତ କାରଖାନା, ଏନ୍‌ଟିପିସି ଭଳି ଅନେକ ବୃହତ୍‌ ଶିଳ୍ପ ରାଜ୍ୟରେ ଉପସ୍ଥିତି ଜାହିର କରିଛନ୍ତି। ରାଜ୍ୟ ସରକାର ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ବିଭିନ୍ନ ସଂସ୍କାର ପ୍ରକ୍ରିୟା ଗ୍ରହଣ ଦ୍ୱାରା ନିବେଶକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ସକ୍ଷମ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri