ନୂଆଦିଲ୍ଲୀ,୨୪।୬: ଚଳିତ ମାସ ୨୦ ସୁଦ୍ଧା ଦେଶର ବ୍ୟାଙ୍କଗୁଡିକ ୧୯ ଲକ୍ଷ ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ)ଙ୍କୁ ପ୍ରାୟ ୭୯ହଜାର କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏହି ସମୟରେ ବ୍ୟାଙ୍କ ୩୫ହଜାର କୋଟି ଟଙ୍କାର ଋଣ ଅନ୍ୟ ବ୍ୟବସାୟ କ୍ଷେତ୍ରକୁ ପ୍ରଦାନ କରିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ସୂଚନା ଦେଇଛନ୍ତି। ଗତ ମାସ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଆତ୍ମ ନିର୍ଭର ଭାରତ ଯୋଜନାରେ ଏମ୍ଏସ୍ଏମ୍ଇ ଓ କ୍ଷୁଦ୍ର ବ୍ୟବସାୟୀଙ୍କୁ ଅତିରିକ୍ତ ୩ ଲକ୍ଷ କୋଟି ଟଙ୍କାର ଋଣ ଯୋଗାଇ ଦେବା ଲାଗି କୁହାଯାଇଥିଲା। ସରକାର ଏମ୍ଏସ୍ଏମ୍ଇ ମାଧ୍ୟମରେ ନିମ୍ନସ୍ତରରୁ ଆର୍ଥିକ ସ୍ଥିତିର ସୁଧାର ଆଣିବା ଲକ୍ଷ୍ୟରେ ବିଭିନ୍ନ ଘରୋଇ ଓ ସରକାରୀ ବ୍ୟାଙ୍କ ଜରିଆରେ ଏହି ସୁବିଧା ଯୋଗାଇ ଦେଉଥିବା ବିଷୟରେ ଅର୍ଥମନ୍ତ୍ରୀ ମତ ପ୍ରକାଶ କରିଛନ୍ତି। କରୋନା ସଂକ୍ରମଣ ଜନିତ ସମସ୍ୟା ଓ ଲକ୍ଡାଉନ କାରଣରୁ ବାଣିଜି୍ୟକ କାରବାର ହ୍ରାସରେ ସୁଧାର ଆଣିବା ପାଇଁ ଏହି ସୁବିଧା ଯୋଗାଇ ଦିଆଯାଉଥିବା ଜଣାପଡିଛି।
E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍
ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…
ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…
ଏହି ବଡ଼ ବ୍ୟାଙ୍କ୍ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…
ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…
Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…
ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…
ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍, ଟିଭି, ଫ୍ରିଜ୍ ସହ…ଦେଖନ୍ତୁ ପୂରା ତାଲିକା
ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍ ପର୍ଯ୍ୟନ୍ତ ଅଗଷ୍ଟରେ…
ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…
ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…
ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ
ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…
Archives

