ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୮।୪ – ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ଶନିବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ବ୍ରହ୍ମପୁର ରେଳଷ୍ଟେଶନ ନିକଟରୁ ତାଙ୍କୁ ପୋଲିସ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ସନ୍ଦିଗ୍ଧଙ୍କ ଦେହରେ ଜ୍ୱର ଥିବା ବେଳେ ତାଙ୍କର କାଶ ମଧ୍ୟ ହେଉଛି। ସ୍ବତନ୍ତ୍ର କରୋନା ୱାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଛି ବୋଲି ମେଡିକାଲ ଅଧିକ୍ଷକ ପ୍ରଫେସର ଡ. ସନ୍ତୋଷ କୁମାର ମିଶ୍ର କହିଛନ୍ତ। ଉକ୍ତ ବ୍ୟକ୍ତିଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି। ମେଡିକାଲରେ ପୂର୍ବରୁ ୩ ଜଣ ସନ୍ଦିଗ୍ଧ ରହିଥିବା ବେଳେ ଜଣଙ୍କର ସ୍ବାବ ରିପୋର୍ଟ ନେଗେଟିଭ ଆସିବା ପରେ ତାଙ୍କୁ ଶନିବାର ମେଡିକାଲରୁ ଶନିବାର ଡିସଚାର୍ଜ କରାଯାଇଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଗଞ୍ଜାମ ପାଇଁ ଗୌରବ ଆଣିଲେ ତିନି ଛାତ୍ର, ଛୁଟିଲା ଶୁଭେଚ୍ଛା

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ ଗଞ୍ଜାମ ): ପଠାଣି ସାମନ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ତିନି ଜଣ ଛାତ୍ର । ଗଞ୍ଜାମ ବ୍ଲକ୍ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଛୋଟାବସା ନିକଟସ୍ଥ…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri