ଏମ୍‌କେସିଜିରେ ୨୯ କରୋନା ସନ୍ଧିଗ୍ଧ ଚିକିତ୍ସିତ

ବ୍ରହ୍ମପୁର ଅଫିସ, ୮।୫ -ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ନିକଟରେ ଗଞ୍ଜମକୁ ସୁରାଟରୁ ଫେରିଥିବା ପ୍ରବାସୀ ଓଡ଼ିଆମାନଙ୍କୁ ବିଭିନ୍ନ ସଙ୍ଗରୋଧ କକ୍ଷରେ ରଖାଯାଇଛି। ଏବେ ସେମାନଙ୍କ ସ୍ବାବ୍‌ ରିପୋର୍ଟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗୁରୁବାର ଜିଲାର ବିଭିନ୍ନ ସଙ୍ଗରୋଧ କକ୍ଷରେ ଥିବା ୧୭ ଜଣ ସୁରଟ ଫେରନ୍ତାଙ୍କୁ ଏମକେସିଜି ମେଡିକାଲର ସ୍ବତନ୍ତ୍ର କରୋନା ୱାର୍ଡରେ ଭର୍ତ୍ତି କରାଯାଇଥିଲା। ସେହିପରି ଶୁକ୍ରବାର ମଧ୍ୟ ୧୨ ଜଣ ସନ୍ଧିଗ୍ଧ କରୋନା ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ମେଡିକାଲରେ ୨୯ ଜଣ ସନ୍ଧିଗ୍ଧ ଚିକିତ୍ସିତ ହେଉଥିବା ନେଇ ମେଡିକାଲ ଅଧିକ୍ଷକ ପ୍ରଫେସର ଡ. ସନ୍ତୋଷ କୁମାର ମିଶ୍ର ଶୁକ୍ରବାର ସୂଚନା ଦେଇଛନ୍ତି।
ଏମକେସିଜି ମେଡିକଲର ସ୍ବତନ୍ତ୍ର କରୋନା ୱାର୍ଡରେ ୩୦ ଗୋଟି ଶଯ୍ୟା ରହିଥିବା ବେଳେ ବର୍ତ୍ତମାନ ୨୯ ଜଣ ସନ୍ଧିଗ୍ଧ ଚିକିତ୍ସିତ ହେଉଛନ୍ତି । ଅଧିକ ସନ୍ଧିଗ୍ଧ ମେଡିକାଲ ଆସିଲେ ସେମାନଙ୍କ ପାଇଁ ସେଠାରେ ରହିବା ବଡ ମୁସ୍କିଲ ହେବ ବୋଲି ମେଡିକାଲ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri