ହିଞ୍ଜିଳିକାଟୁ,୧୩ା୬(ଡ଼ି.ଏନ୍.ଏ): ହିଞ୍ଜିଳିକାଟୁ ବ୍ଲକ ଖରିଡା ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏସ୍ କାମକୁ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ଥାନାରେ ମାମଲା ହୋଇଛି। ନଂ.୧୯୬ ଓ ୧୯୭/୨୦ରେ ୨ଟି ମାମଲା ରୁଜୁ କରି ତଦନ୍ତ ଚାଲିଥିବା ଥାନା ଅଧିକାରୀ ଅଭିମନ୍ୟୁ ଦାଶ କହିଛନ୍ତି।
ଖରିଡ଼ାରେ ଏକ ପୋଖରୀ କାମ ଚାଲିଥିବାବେଳେ ଶୁକ୍ରବାର ମଧ୍ୟାହ୍ନରେ ସରପଞ୍ଚ ରଘୁନାଥ ବେହେରା ଓ ସହଯୋଗୀ ତଦାରଖ କରୁଥିଲେ। ଗ୍ରାମର କିଛି ବ୍ୟକ୍ତି ପହଞ୍ଚତ୍ ତାଙ୍କୁ ଦାଦାବଟି ମାଗିବା ସହ ଆକ୍ରମଣ କରିଥିବା ସେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଏମ୍ଜିଏନ୍ଆର୍ଇଜିଏସ୍ କାମରେ ଜେସିବି ଲଗାଇ ପୋଖରୀ ଖୋଳା ଚାଲିଥିବାବେଳେ ପ୍ରତିବାଦ କରିବାରୁ ସରପଞ୍ଚ ଓ ତାଙ୍କ ସହଯୋଗୀ ଆକ୍ରମଣ କରିଥିବା ଗ୍ରାମର ତପନ ମୁନୀ ଓ ଅନ୍ୟମାନେ ପାଲଟା ଅଭିଯୋଗ କରିଛନ୍ତି।
ଏମ୍ଜିଏନ୍ଆର୍ଇଜିଏସ୍ କାମକୁ ନେଇ ଗଣ୍ଡଗୋଳ: ସରପଞ୍ଚ ଓ ବିପକ୍ଷ ଗୋଷ୍ଠୀଙ୍କ ଥାନାରେ ଏତଲା
Posted inଆମ ଜିଲା ଖବର, ଗଞ୍ଜାମ View All
ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…
ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...
ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…
ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...
ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ
ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...
କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…
ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...
ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ
କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...
ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…
ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର...
ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ...
ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…
ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...
Archives


