ଏଲ୍‌ଆଇ ପଏଣ୍ଟରେ ପାଣି ଉଠାଇ ବିକ୍ରି ଅଭିଯୋଗ

ଜୁନାଗଡ,୧୬।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ମସିଗଁା ଗ୍ରାମରେ ଥିବା ବାଗଡିସର ନାଳର ପାଣିକୁ କେତେକ ମୁଷ୍ଟିମେୟ ଲୋକ ଏଲ୍‌ଆଇ ପଏଣ୍ଟ ସାହାଯ୍ୟରେ ପାଣି ଉଠାଇ ଧାନ ଚାଷ ପାଇଁ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ଗୁରୁବାର ଜୁନାଗଡ ବିଡିଓ ଓ ଭାରପ୍ରାପ୍ତ ଥାନାଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ମସିଗଁା ଗ୍ରାମରେ ପ୍ରବାହିତ ହେଉଥିବା ବାଗଡିସରର(ନାଳ) ପାଣିକୁ ବର୍ଷତମାମ ସ୍ଥାନୀୟ ଗ୍ରାମବାସୀଙ୍କ ସମେତ ଅଞ୍ଚଳର ଆଖପାଖ ଗ୍ରାମର ଲୋକେ ପାନୀୟ ଓ ଶୌଚ ପାଇଁ ବ୍ୟବହାର କରିଥାନ୍ତି। ବର୍ତ୍ତମାନ ଖରାଟିଆ ଧାନ ଚାଷ କରି ବାଗଡିସର ପାଣିକୁ କେତେକ ଲୋକ ଶୁଖାଇ ଦେଇଛନ୍ତି। ଏଥିପାଇଁ ଏକର ପିଛା ୧୨ଶହଟଙ୍କା ଆଦାୟ କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରି ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri