ଏଲ୍‌ଭିବିି ମୁଖ୍ୟ ପଦବୀ ଦୌଡରେ ୭୦ ବରିଷ୍ଠ ଅଧିକାରୀ

ମୁମ୍ବାଇ,୨୯-୧୦: ତାମିଲନାଡୁ ଭିତ୍ତିକ ଲକ୍ଷ୍ମୀ ବିଳାସ ବ୍ୟାଙ୍କ(ଏଲ୍‌ଭିବି)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ପରିଚାଳନା ନିର୍ଦ୍ଦେଶକ ପଦବୀ ଲାଗି ୭୦ ବରିଷ୍ଠ ବ୍ୟାଙ୍କ ଅଧିକାରୀ ଦୌଡରେ ଅଛନ୍ତି। ଏହା ଏକ ମଧ୍ୟମ ବର୍ଗ ଘରୋଇ ବ୍ୟାଙ୍କ ହୋଇଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବର ମଧ୍ୟ ଭାଗରୁ ଏହାର ସିଇଓ ପଦବୀ ଖାଲି ପଡିଛି। ସିଇଓ ଭାବେ କାର୍ଯ୍ୟ କରୁଥିବା ପାର୍ଥ ସାରଥୀ ବାନାର୍ଜୀ ତାଙ୍କର ୩ ବର୍ଷ କାର୍ଯ୍ୟ ଅବଧି ଶେଷ ହେବା ଆଗରୁ ବ୍ୟାଙ୍କ ଛାଡିବା ପରେ ଖାଲି ସ୍ଥାନରେ ଏଯାଏ କୌଣସି ନିଯୁକ୍ତି ହୋଇ ନାହିଁ। ଚଳିତ ବର୍ଷ ଅଗଷ୍ଟଠାରୁ ରିଜର୍ଭ ବ୍ୟାଙ୍କ ଉକ୍ତ ବ୍ୟାଙ୍କ ଉପରେ ପ୍ରମ୍ପଟ କରେକ୍ଟିଭ ଆକ୍ସନ କଟକଣା ଲଗାଇଛି। ଅତ୍ୟଧିକ କ୍ଷତି, ଏନ୍‌ପିଏ ଏବଂ ପୁଞ୍ଜି ନିୟମକୁ ଧ୍ୟାନରେ ରଖି ଏଭଳି କଟକଣା ଜାରି ହୋଇଛି। ସିଇଓ ପଦବୀ ଲାଗି ୬୮ ଆବେଦନ ଆସିଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ କହିଛନ୍ତି। ଘରୋଇ କ୍ଷେତ୍ର ବରିଷ୍ଠ ଅଧିକାରୀମାନେ ଏଥି ଲାଗି ଆବେଦନ କରିଥିବା ଜଣା ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri