Posted inଜାତୀୟ

ଏସପି ସହ ମେଣ୍ଟ କରିବା ବଡ ଭୁଲ: ମାୟାବତୀ

ଲକ୍ଷ୍ନୌ, ୨୪।୬: ଲୋକ ସଭା ନିର୍ବାଚନ ପରେ ସମାଜବାଦୀ ପାର୍ଟୀ(ଏସପି)ଏବଂ ବହୁଜନ ସମାଜ ପାର୍ଟି(ବିଏସପି)ମଧ୍ୟରେ ପୁଣି ଲଢେଇ ଆରମ୍ଭ ହୋଇଯାଇଛି। ଦୁଇ ଦଳ ଏକାଠି ହୋଇ ନିର୍ବାଚନ ଲଢିବା ପରେ ସମ୍ପର୍କ ତୁଟାଇଥିଲେ। ଏବେ ଦୁଇ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଏସପି ସହ ମେଣ୍ଡ କରିବା ସବୁଠୁ ବଡ ଭୁଲ ଥିଲା ବୋଲି ବିଏସପି ସୁପ୍ରିମୋ ମାୟାବତୀ କହିଛନ୍ତି। ଉତ୍ତର ପ୍ରଦେଶରେ ହେବାକୁ ଥିବା ବିଧାନସଭା ଉପନିର୍ବାଚନରେ ଦଳ ଏକୁଟିଆ ଲଢିବ ବୋଲି ସେ କହିଛନ୍ତି। ଗତ ନିର୍ବାଚନରେ ଏସପି ସହ ମେଣ୍ଟ କରିବା ଫଳରେ ବିଏସପି ନିଜ ଭୋଟ ହରାଇଲା। ନିର୍ବାଚନ ଫଳାଫଳ ଆସିବା ପରେ ଏସପି ନେତା ଅଖିଳେଶ ଯାଦବ ମୋତେ ଥରୁଟିଏ ଫୋନ ମଧ୍ୟ କରି ନ ଥିଲେ ବୋଲି ମାୟା କହିଛନ୍ତି। ସୂଚନାଯୋଗ୍ୟ, ମାୟାବତୀ ରବିବାର ଦଳର ଏମପି, ବିଧାୟକ ଏବଂ ବରିଷ୍ଠ ନେତାମାନଙ୍କ ସହ ଏକ ବୈଠକ ଡକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri