ଏସବୁ ରୋଗ ଦୂର କରେ କିସ୍‌ମିସ୍‌

କିସ୍‌ମିସ୍‌ ଖାଇବାକୁ ଯେତିକି ସ୍ବାଦିଷ୍ଟ ସେତିକି ଉପକାରୀ ମଧ୍ୟ। ଏହାର ଖଟାମିଟା ସ୍ବାଦ ଖାଦ୍ୟକୁ ସ୍ବତନ୍ତ୍ର କରିଦିଏ। ବିଶେଷକରି ଏହାକୁ ଖିରିରେ ପକାଇଲେ ସ୍ବାଦ ବହୁଗୁଣ ବଢ଼ିଯାଇଥାଏ। ଖାଲି ପାଟି ସୁଆଦିଆ ପାଇଁ ଏହାକୁ ବ୍ୟବହାର କରାଯାଏ ନାହିଁ, ଏହାର ଅନେକ ଉପକାରୀ ଗୁଣ  ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି। ଜାଣନ୍ତୁ  ଏ ସମ୍ପର୍କରେ…


ଶରୀରକୁ ଶକ୍ତି ମିଳିଥାଏ :
ନିୟମିତ ଭାବରେ କିସ୍‌ମିସ୍‌ ଖାଇଲେ ଶରୀରକୁ ପ୍ରଚୁର ପରିମାଣରେ ଶକ୍ତି ମିଳିଥାଏ।  କୋଲେଷ୍ଟରଲ୍‌ ହୁଏ ନାହିଁ।  ହୃତପିଣ୍ଡ ଜନିତ ସମସ୍ୟା ଦୂର କରିବାରେ ଏହା ସହାୟକ ହୋଇଥାଏ।

ଓଜନ କମ୍‌ କରିଥାଏ :
ଯଦି ଆପଣ ମେଦବହୁଳତାର ଶିକାର ହୋଇଛନ୍ତି, ତେବେ ନିୟମିତ ଭାବେ କିସ୍‌ମିସ୍‌ ଖାଇଲେ ଏଥିରୁ ମୁକ୍ତି ମିଳେ। କିସ୍‌ମିସ୍‌ରୁ ମିଳୁଥିବା ପ୍ରାକୃତିକ ମିଠା ଶରୀର ପାଇଁ କ୍ଷତି ପହଞ୍ଚାଏ ନାହିଁ।


ହାଡ଼ ମଜଭୁତ କରେ :
କିସ୍‌ମିସ୍‌ରେ ପ୍ରଚୁର ପରିମାଣରେ କ୍ୟାଲସିୟମ ରହିଛି। ତେଣୁ ପ୍ରତିଦିନ ୪/୫ଟି କିସ୍‌ମିସ୍‌ ଖାଇଲେ ହାଡ଼ ମଜଭୁତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା

ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?