ଏସବୁ ରୋଗ ଲାଗି ବରଦାନ ସଦୃଶ ତେଜପତ୍ର

ମସଲା ରୂପରେ ବ୍ୟବହାର କରାଯାଉଥିବା ତେଜପତ୍ର ଯେ, କେବଳ ଖାଦ୍ୟକୁ ସ୍ବାଦିଷ୍ଟ କରାଇଥାଏ ତାହା ନୁହେଁ ବରଂ ଏହା ଅନେକ  ରୋଗରୁ ରକ୍ଷା କରିଥାଏ। ଏଥିରେ ପୋଷକ ତତ୍ତ୍ୱ ଓ ଖଣିଜ ପଦାର୍ଥ ରହିଛି। ଏହାସହ ଭିଟାମିନ୍‌ ‘ଇ’ ଓ ‘ସି’ ମଧ୍ୟ ଭରି ରହିଛି। ତେବେ ଜାଣନ୍ତୁ ତେଜପତ୍ର ସ୍ବାସ୍ଥ୍ୟ ଲାଗି କେତେ ଉପକାରୀ….

-ପେଟ ସମ୍ବନ୍ଧିିତ ରୋଗ ପାଇଁ ତେଜପତ୍ର ଉପକାରୀ।

– ମଧୁମେହ ରୋଗୀଙ୍କ ଲାଗି ଏହା ଲାଭଦାୟକ। ଟାଇପ୍‌-ଟୁ ମଧୁମେହରେ ଆକ୍ରାନ୍ତ ରୋଗୀ ତେଜପତ୍ର ଖାଇବା ଆବଶ୍ୟକ। ଏହାକୁ ନିୟମିତ ବ୍ୟବହାର କଲେ ଗ୍ଲୁକୋଜ୍‌ ଓ କୋଲେଷ୍ଟରଲ ସ୍ତର କମ୍‌ ହୋଇଥାଏ।

-କୋଷ୍ଠକାଠିନ୍ୟ ଓ ଗ୍ୟାସ ସମସ୍ୟା ପାଇଁ ଏହା ବରଦାନ ସଦୃଶ ହୋଇଥିାଏ।

-ନିଦ୍ରାରେ ସମସ୍ୟା ଉପୁଜୁଥିବା ବ୍ୟକ୍ତି ଏହାକୁ ପାଣିରେ ଫୁଟାଇ ପିଇବା ଫଳରେ ଏହି ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଜି ରାତିରେ ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ କରିବ କି? ଟ୍ରମ୍ପଙ୍କ ବଡ଼ ଚେତାବନୀ

ଓ୍ବାଶିଂଟନ,୧୧।୬: ଆମେରିକା ଇରାନ ଉପରେ ଆକ୍ରମଣ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଜି ରାତି, ଜୁନ ୧୧ରେ…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri