ଏସିଆନ ସିଂହ ପିଛାନର ମୃତ୍ୟୁ

ବାରଙ୍ଗ,୨୯ା୧୨(ଡି.ଏନ.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶନିବାର ମଧ୍ୟାହ୍ନରେ ସିଂହ ସଫାରିରେ ରହୁଥିବା ଏସିଆନ ଅଣ୍ଡିରାସିଂହ ପିଛାନର ମୃତ୍ୟୁ ଘଟିଛି। ଗତ କିଛିଦିନ ହେବ ବାର୍ଦ୍ଧକ୍ୟଜନିତ କାରଣରୁ ଖାଇବାପିଇବା ଠିକଭାବେ କରୁ ନ ଥିବାରୁ ରୁଗ୍‌ଣ ହୋଇଯାଉଥିଲା। ଏହି କାରଣରୁ ନନ୍ଦନକାନନର ଡାକ୍ତରମାନେ ତା’ର ଚିକିତ୍ସା ଆରମ୍ଭ କରିଥିଲେ ମଧ୍ୟ ପିଛାନ ବଞ୍ଚତ୍ପାରି ନ ଥିଲା। ପିଛାନର ମୃତ୍ୟୁପରେ ଏହି ସିଂହ ସଂଖ୍ୟା ହ୍ରାସ ପାଇ ୧୧ରେ ପହଞ୍ଚତ୍ଛି। ସେଥିମଧ୍ୟରେ ୮ହାଇବ୍ରିଡ, ୧ଏସିୟ, ୨ ଆଫ୍ରିକୀୟ ଅଛନ୍ତି। ସୂଚନାଯୋଗ୍ୟ, ୨୧ବର୍ଷରେ ପଦାର୍ପଣ କରିଥିବା ପିଛାନ ଗୁଜରାଟର ସକରାବାଗ ଚିଡିଆଖାନାରୁ ୨୩ ମାର୍ଚ୍ଚ ୨୦୧୩ରେ ନନ୍ଦନକାନନକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବିମାନବନ୍ଦରରେ ରାଜ୍ୟପାଳ…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri