ଏସିଆର ମହଙ୍ଗା ଛାଡ଼ପତ୍ର: ରାତାରାତି କୋଟିପତି ପାଲଟିଲେ ମହିଳା

ବେଜିଂ, ୨।୬: ଏସିଆର ଏକ ମହଙ୍ଗା ଛାଡ଼ପତ୍ରରେ ଜଣେ ମହିଳା ରାତାରାତି କୋଟିପତି ପାଲଟି ଯାଇଛନ୍ତି। ଚାଇନା ଶେଜ୍ନେନର କାଙ୍ଗଟଇ ବାୟୋଲୋଜିକାଲ ପ୍ରଡକ୍ଟର ଅଧ୍ୟକ୍ଷ ଡ୍ୟୁ ଓ୍ବେଇମିନ୍‌ ତାଙ୍କ ପୂର୍ବତନ ସ୍ତ୍ରୀ ୟୁଆନ୍‌ ଲିପିଂଙ୍କୁ ଛାଡ଼ପତ୍ର କ୍ଷତିପୂରଣ ବାବଦରେ ଭାକସିନ୍‌ ମେକରର ୧୬୧.୩ ନିୟୁତ ଶେୟାର ପ୍ରଦାନ କରିଛନ୍ତି। ଏହାଦ୍ୱାରା ଲିପିଂ ରାତାରାତି ପୃଥିବୀର କୋଟିପତି ତାଲିକାରେ ସାମିଲ ହୋଇଯାଇଛନ୍ତି। ସୋମବାର ପର୍ଯ୍ୟନ୍ତ ଏହାର ଷ୍ଟକ୍‌ର ମୂଲ୍ୟ ୩.୨ ଶହ କୋଟି ଡଲାର ଥିଲା। କାଙ୍ଗଟଇର ଶେୟାର ଗତ ଏକବର୍ଷ ମଧ୍ୟରେ ଦୁଇଗୁଣାରୁ ଅଧିକରେ ପହଞ୍ଚିଥିଲା। ଫେବୃୟାରୀ ପରେ ଏହାର ମୂଲ୍ୟରେ ବୃଦ୍ଧି ଘଟି ଚାଲିଥିଲା। ନିକଟରେ କମ୍ପାନୀ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ସମ୍ପର୍କରେ ଘୋଷଣା କରିଥିଲା। ତେବେ ମଙ୍ଗଳବାର ଛାଡ଼ପତ୍ର ସର୍ତ୍ତ ଖବର ମିଳିବା ପରେ କମ୍ପାନୀର ଶେୟାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ପୂର୍ବାହ୍ନ ୯ଟା ୪୩ ସୁଦ୍ଧା ଏଥିରେ ୩.୧ ପ୍ରତିଶତ ହ୍ରାସ ପରିଲକ୍ଷିତ ହୋଇଛି। ଏହାପରେ କମ୍ପାନୀର ବଜାର ମୂଲ୍ୟ କମି ୧୨.୯ ଶହ କୋଟି ଡଲାରରେ ପହଞ୍ଚିଛି। ୫୬ ବର୍ଷିୟ ଡ୍ୟୁ ଚାଇନାର ଜିୟାଙ୍ଗ୍‌ଶିି ପ୍ରଦେଶରେ ଏକ ଚାଷୀ ପରିବାରରେ ହୋଇଥିଲା। ୨୦୦୯ରେ ସେ କଙ୍ଗଟାଇ ଅଧିଗ୍ରହଣ କରିଥିଲେ। ସେହିପରି ଲିପିଂ କାନାଡ଼ାର ବାସିନ୍ଦା। ଏବେ ସେ ଚାଇନାର ଶେଜ୍ନେନ୍‌ରେ ବାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri