ଏସିଡିଟି ସମସ୍ୟା ବି ଦୂରକରେ ଗୁପ୍‌ଚୁପ ପାଣି…

ଗୁପ୍‌ଚୁପ୍‌ ସ୍ବାସ୍ଥ୍ୟ ଲାଗି ଖରାପ ନୁହେଁ। ଏହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାଠାରୁ ଦୂରେଇ ରଖେ। ଗୁପ୍‌ଚୁପ୍‌ ପାଣିରେ ତେନ୍ତୁଳି ପାଣି, ପୋଦିନା, କଳାଲୁଣ, ଜିରା, ଗୋଲମରିଚ ଆଦି ରହିଥାଏ। ଏହାକୁ ପିଇଲେ ଏସିଡିଟି ସମସ୍ୟା ଦୂର ହୋଇଥାଏ ବୋଲି ଆମେରିକା କାରୋଲିନା ବିଶ୍ୱ ବିଦ୍ୟାଳୟର କେତେକ ଗବେଷକ ସେମାନଙ୍କ ଗବେଷଣା ରିପୋର୍ଟରେ ସୂଚିତ କରିଛନ୍ତି। ଯାତ୍ରା ସମୟରେ ମୁଭିଂ ସିକନେସ୍‌ ଯୋଗୁ ପେଟ ଖରାପ ଲାଗିବା ସହିତ ମୁଣ୍ଡ ବୁଲାଇଥାଏ। ତେବେ ଏହି ସମୟରେ ଗୁପ୍‌ଚୁପ୍‌ ପାଣି ପିଇବା ଦ୍ୱାରା ସୁଫଳ ମିଳିଥାଏ। ସେହିପରି ମେଦବହୁଳ ରୋଗୀଙ୍କୁ ଷ୍ଟ୍ରୀଟ୍‌ ଫୁଡ୍‌ ଖାଇବାକୁ ବାରଣ କରାଯାଉଥିଲେ ମଧ୍ୟ ସେମାନଙ୍କ ଲାଗି ଗୁପ୍‌ଚୁପ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?