ଏସିଡ୍‌ ଆକ୍ରମଣ ଉପରେ ଆଇନ୍‌ ସଚେତନତା ଶିବିର

ଭବାନୀପାଟଣା,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଆଇନ ଶେବା ପ୍ରାଧିକ୍ରରଣ ଆନୁକୂଲ୍ୟରେ ଗୁରୁବାର ଅପରାହ୍ନରେ ଭବାନୀପାଟଣାଠାରେ ଏସିଡ୍‌ ପୀଡିତାଙ୍କ ପାଇଁ ଉପଲବ୍ଧ ଥିବା ବିଭିନ୍ନ ଆଇନ ସମ୍ପର୍କରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆଇନ ସେବା ପ୍ରାଧିକରଣ ସଚିବ ସ୍ବୀଟି ସାମନ୍ତରାୟ, ସ୍ବତନ୍ତ୍ର ଜଜ୍‌ ଦୁର୍ନୀତି ନିବାରଣ ବିଧାନ କୁମାର ଚାନ୍ଦ, ଜଜ୍‌ ପରିବାର ଅଦାଲତ୍‌ ସୁଶାନ୍ତ ପଟେଲ, ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଅନୁରାଗ ଦେହୁରି ଯୋଗଦେଇ ମହିଳାଙ୍କ ଉପରେ ହେଉଥିବା ଏସିଡ୍‌ ଆକ୍ରମଣ, ଏହାର କିଭଳି ପ୍ରତିରୋଧ କରାଯାଇ ପାରିବ, ପୀଡିତା କିପରି କ୍ଷତିପୂରଣ ପାଇବେ ଓ ପୀଡିତାଙ୍କ ପାଇଁ ଥିବା ଆଇନ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ଅବସରରେ ଆଇନଜୀବୀ ସୁଧାଂଶୁ କୁମାର ନନ୍ଦ ଏସିଡ୍‌ ଆକ୍ରମଣ ଓ ଏହାର ଆଇନ ବ୍ୟବସ୍ଥା ଉପରେ ବକ୍ତବ୍ୟ ରଖିଥିଲେ। ଏହି ଶିବିରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଦୀପକ କୁମାର ସାଠୁଆ ଓ ନିତ୍ୟାନନ୍ଦ ଚୌବେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri