ଭୁବନେଶ୍ୱର,୨।୯: ଦେଶର ଅଗ୍ରଣୀ ସୁଜ୍ସ ଆଣ୍ଡ ଆସେସୋରିଜ ବ୍ରାଣ୍ଡ୍ ମୋଚିର ନୂତନ ତଥା ଏକ୍ସକ୍ଲୁସିଭ ଆଉଟେ୍ଲଟ୍ ଭୁବନେଶ୍ୱର ରସୁଲଗଡ଼ସ୍ଥିତ ଏସ୍ପ୍ଲାନେଡ୍ ଓ୍ବାନ୍ ମଲ୍ ଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍ପ୍ଲାନେଡ ଓ୍ବାନ୍ ମଲ୍ର ସେଣ୍ଟର ହେଡ୍ ପାର୍ଥପ୍ରତୀମ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୋଚିର ଆର୍ଏମ୍ ଅନସ୍ବାର ସାହାଣୀ, ସିଟି ମ୍ୟାନେଜର ଇର୍ଫାନ ଅଲ୍ଲୀ ଏବଂ ଆଉଟଲେଟ (ଶୋ’ରୁମ୍) ମ୍ୟାନେଜର ଏସ୍.କେ. ସୋଏବ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଏସ୍ପ୍ଲାନେଡ୍ ଓ୍ବାନ ମଲ୍ର ଶପ୍ ନମ୍ବର-୧ ଗ୍ରାଉଣ୍ଡ ଫ୍ଲୋରରେ ମୋଚି ଷ୍ଟୋରର ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଷ୍ଟୋରର ଉଦ୍ଘାଟନୀ ଅଫର ଘୋଷଣା କରାଯାଇଛି। ଏପରି କି ମୋଚିର ସମସ୍ତ ସୁଜ୍ସ ଆଣ୍ଡ ଆସେସୋରିଜ ବ୍ରାଣ୍ଡ୍ ଉପରେ ଗ୍ରାହକମାନେ ଫ୍ଲାଟ ୨୦%ର ରିହାତି ପାଇପାରିବେ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ଅଫର ଶନିବାର (୨୦୨୩ ସେପ୍ଟେମ୍ବର ୨) ଶେଷ ହେଉଛି।
ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!
ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…
ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା
ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…
2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍!
ନୂଆଦିଲ୍ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି
ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…
ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍, ୬ ମାସ ମାଗଣା ରିଚାର୍ଜ
ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍ ସହ ୬ ମାସର ମାଗଣା…
ସ୍ମିତ୍ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍ ନିଜର ଅନୁଭୂତି…
୯୦ ବର୍ଷ ଧରି ଓଡ଼ିଶା ଜୁଏଲେରି ବଜାରରେ ‘ଟ୍ରେଣ୍ଡ ସେଟର’ ପାଲଟିଛି ଖିମ୍ଜୀ ଦୟାଭାଇ ଗ୍ରୁପ
ଭୁବନେଶ୍ୱର,୨।୧୦: ଆବହମାନ କାଳରୁ ସୁନା ଓ ଅନ୍ୟାନ୍ୟ ମୂଲ୍ୟବାନ୍ ଧାତୁ ନିର୍ମିତ ଗହଣା ଚାହିଦା ଭାରତୀୟ ପରମ୍ପରାର ଅଂଶ ହୋଇ ରହିଆସିଛି । କିନ୍ତୁ ସମୟାନୁସାରେ ଅଳଙ୍କାର…
ମିଠା ପ୍ୟାକେଟ୍ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ
ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

