ଏସ୍‌ବିଆଇ ୟୁନୋ ଶ୍ରୀତତ୍ତ୍ୱ ସହଭାଗିତା

ଭୁବନେଶ୍ୱର,୨୭ -୫: ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ(ଏସ୍‌ବିଆଇ) ୟୁନୋ ଏବଂ ଆର୍ଟ ଅଫ୍‌ ଲିଭିଙ୍ଗର ଏଫ୍‌ଏମ୍‌ସିଜି ଶାଖା ଶ୍ରୀତତ୍ତ୍ୱ ଷ୍ଟ୍ରାଟେଜିକ ସହଭାଗିତାରେ ସାମିଲ ହୋଇଛନ୍ତି। ଏହା ଦ୍ୱାରା ଶ୍ରୀତତ୍ତ୍ୱର ଖାଦ୍ୟ, ସ୍ବାସ୍ଥ୍ୟ ସାମଗ୍ରୀ, ପର୍ସନାଲ କେୟାର ପ୍ରଡକ୍ଟ, ଘରୋଇ ଉପକରଣ ଭଳି ୩୫୦ରୁ ଅଧିକ ପ୍ରଡକ୍ଟ ଉପରେ ୟୁନୋ ବ୍ୟବହାରକାରୀମାନେ ୧୫% ରିହାତି ପାଇ ପାରିବେ। ଶ୍ରୀତତ୍ତ୍ୱ ସହ ଏହି ସହଭାଗିତାରେ ସାମିଲ ହୋଇ ବେଶ ଖୁସି ବୋଲି ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର କହିଛନ୍ତି। ୟୁନୋର ଅନ୍‌ଲାଇନ ବଜାରକୁ ଦୃୃଢ କରିବା ଦିଗରେ ଏହି ପଦକ୍ଷେପ ସହାୟକ ହୋଇ ପାରିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri