ଏସ୍‌ସିଏସ୍‌ କଲେଜରେ ଉତ୍ତେଜନା

ପୁରୀ ଅଫିସ,୨୦।୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷାରେ ସମସ୍ତ ବିଷୟରେ ୩୩ ପ୍ରତିଶତ ପାସ୍‌ହାର ନିଷ୍ପତ୍ତିକୁ ଏସ୍‌ଇଏସ୍‌ କଲେଜ(ଏ) ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀଛାତ୍ର ତୀବ୍ର ବିରୋଧ କରିଛନ୍ତି। ଏନେଇ କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ବୋର୍ଡର ଏହି ନିଷ୍ପତ୍ତି ବିରୋଧରେ କ୍ୟାମ୍ପସ ସମ୍ମୁଖରେ ଟାୟାର ଜାଳି ରାସ୍ତାରୋକୋ କରିଛନ୍ତି। ଆସନ୍ତା ଫେବୃୟାରୀ ପ୍ରଥମ ସପ୍ତାହରେ ଯୁକ୍ତ ୨ ପରୀକ୍ଷା ରହିଥିବା ବେଳେ ଏଭଳି ନିଷ୍ପତ୍ତି ଛାତ୍ରୀଛାତ୍ରଙ୍କ ପରୀକ୍ଷାରେ ବାଧା ସୃଷ୍ଟି କରିବ। ବର୍ତ୍ତମାନ ସୁଦ୍ଧା ସମସ୍ତ ବିଷୟରେ ପାଠ୍ୟକ୍ରମ ସମାପ୍ତ ହୋଇନାହିଁ। ନିଷ୍ପତ୍ତି ତର୍ଜମା କରନ୍ତୁ ବୋଲି ଛାତ୍ରୀଛାତ୍ର ଦାବି କରିଛନ୍ତି। ଖବର ପାଇ ଘଟଣାସ୍ଥଳରେ ସିଟି ଡିଏସ୍‌ପି, ଟାଉନ ଥାନାଧିକାରୀ ଦୁଇ ପ୍ଲାଟୁନ୍‌ ଫୋର୍ସ ସହିତ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri