ଏସ୍‌ସିବି ପୁନର୍ବିନ୍ୟାସ: ଉଚ୍ଛେଦ ପରେ ୫୫ଜଣଙ୍କୁ କ୍ଷତିପୂରଣ ପ୍ରଦାନ

କଟକ ଅଫିସ, ୪।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ନବକଳେବର ଲାଗି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଏସ୍‌ସିବି ଚାରିପଟରୁ ଉଚ୍ଛେଦ କରାଯିବା ପରେ କ୍ଷତିପୂରଣ ପ୍ରଦାନ କରାଯାଇଛି। ପ୍ରଶାସନ ପକ୍ଷରୁ ମୋଟ ୫୫ଜଣଙ୍କୁ କ୍ଷତିପୂରଣ ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୧ଜଣଙ୍କୁ ଲକ୍ଷେ, ୨୨ଜଣଙ୍କୁ ୩୦ହଜାର, ଆଉ ୨୨ଜଣଙ୍କୁ ୨୦ ହଜାର ଦିଆଯାଇଥିବା ସୂଚନା ମିଳିଛି। ଏହି ଅବସରରେ ପୋଲିସ, ଜିଲା ପ୍ରଶାସନ ସହ ସିଏମ୍‌ସି ଅଧିକାରୀ ଉପସ୍ଥିତ ରହିଥିଲେ।

ପ୍ରକାଶ ଯେ, ଏସ୍‌ସିବି ପୁନର୍ବିନ୍ୟାସ ଲାଗି ନିକଟରେ ଥିବା ଜଳସମ୍ପଦ, ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର କିଛି ସ୍ଥାନ ସମେତ ୪ର୍ଥଶ୍ରେଣୀ କର୍ମଚାରୀଙ୍କ କ୍ୱାର୍ଟର ଉଚ୍ଛେଦ ହେବ ବୋଲି କୁହାଯାଇଥିଲା। ଉଚ୍ଛେଦ କର୍ମଚାରୀଙ୍କୁ ସରକାର ଅନ୍ୟ ସ୍ଥାନରେ ରଖିବାର ବନ୍ଦୋବସ୍ତ କରିଛନ୍ତି। ଏଥିସହ କ୍ଷତିଗ୍ରସ୍ତଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ମଧ୍ୟ ଘୋଷଣା କରାଯାଇଛି। ଅଧିଗ୍ରହଣରୁ ୨୫ ଏକର ଜମି ସରକାରଙ୍କ ହାତକୁ ଆସିବ। ଫେବୃୟାରୀ ୨୮ ସୁଦ୍ଧା ଅଧିଗ୍ରହଣ କାର୍ଯ୍ୟ ସରିବ ଏବଂ ମାର୍ଚ୍ଚ ପହିଲାରୁ ନୂତନ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ଲାଗି ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri