ଏସ୍‌ସିବି ମେଡିକାଲରେ ୧୦୧ ଡେଙ୍ଗୁ ରୋଗୀ

କଟକ ଅଫିସ, ୧୦ା୧୦: ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ଲଗାଣ ବର୍ଷା ହେବା ଯୋଗୁ ଡେଙ୍ଗୁ ଭୟଙ୍କର ରୂପ ନେବାରେ ଲାଗିଛି। ବୁଧବାର କଟକ ଏସ୍‌ସିବିରେ ମୋଟ୍‌ ୧୦୧ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୯୫ଜଣ ସ୍ବତନ୍ତ୍ର ଡେଙ୍ଗୁ ୱାର୍ଡ଼ରେ ଚିକିତ୍ସିତ ହେଉଥିବାବେଳେ ଗୁରୁତର ଥିବା ୬ଜଣଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ସେହିପରି ବୁଧବାର ଏସ୍‌ସିବି ମେଡିକାଲରେ ୧୫୫ଟି ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୩୪ଜଣଙ୍କ ରକ୍ତ ନମୁନା ଡେଙ୍ଗୁ ପଜିଟିଭ ରହିଥିବା ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲାର ୧୧, କଟକ ଜିଲାର ୭, କେନ୍ଦ୍ରାପଡାର ୭, ଯାଜପୁରର ୨, ଜଗତ୍‌ସିଂହପୁର, ଗଞ୍ଜାମ, ଢେଙ୍କାନାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ ଜିଲା ଓ ପଶ୍ଚିମବଙ୍ଗର ଜଣେ ରୋଗୀ ରହିଥିବା ଏସ୍‌ସିବି ଡେଙ୍ଗୁ ନୋଡାଲ ଅଫିସର ଡାକ୍ତର ଶ୍ରୀପ୍ରସାଦ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

୩୫ ବର୍ଷ ପରେ ଦେଶରେ ନୂଆ ସାପ ପ୍ରଜାତି ଚିହ୍ନଟ : ସାମ୍ନାକୁ ଆସିଲା ରହସ୍ୟମୟ ଦୋମୁହାଁ ସାପ

ଥର୍‌ ମରୁଭୂମି ବିକାନେରର ଜୋଡ଼ବୀଡ଼ କଞ୍ଜରଭେସନ ରିଜର୍ଭରେ ମିଳିଥିବା ଏକ ବିରଳ ସାପର ଚିହ୍ନଟ ‘ସିସ୍ତାନ ସ୍ୟାଣ୍ଡ ବୋଆ’ (Eryx sistanensis) ଭାବରେ କରାଯାଇଛି। ବୈଜ୍ଞାନିକମାନଙ୍କ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri