ଏସ୍‌ସିବି ମେଡିକାଲରେ ୬ ଡେଙ୍ଗୁ ରୋଗୀ

କଟକ ଅଫିସ,୧୯।୭ : ଏସ୍‌ସିବି ମେଡିକାଲରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗୁରୁବାର ସନ୍ଧ୍ୟା ମେଡିକାଲରେ ମୋଟ ୬ ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ୱାର୍ଡରେ ଓ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟପକ୍ଷରେ ଗୁରୁବାର ମେଡିକାଲରେ ମୋଟ୍‌ ୪୮ ଜଣ ରୋଗୀଙ୍କ ରକ୍ତ ପରୀକ୍ଷା କରାଯାଇଥିବାବେଳେ ସେଥିମଧ୍ୟରୁ ୩ ଜଣଙ୍କ ରକ୍ତରେ ଡେଙ୍ଗୁ ପଜିଟିଭ ଚିହ୍ନଟ କରାଯାଇଛି। ପଜିଟିଭ ରୋଗୀଙ୍କ ମଧ୍ୟରେ କଟକ ସହରର ୨ଜଣ ଓ ଭଦ୍ରକର ଜଣେ ରୋଗୀ ଅଛନ୍ତି। ସହରରୁ ଚିହ୍ନଟ ହୋଇଥିବା ୨ ଜଣ ରୋଗୀଙ୍କ ଘର ଜଗତ୍‌ପୁର ଓ ବିଡ଼ାନାସୀ ଅଞ୍ଚଳରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri