ଏସ୍‌ସିବିରେ ବନ୍ଦ ରହିବ ନିୟମିତ ଅପରେଶନ

କଟକ ଅଫିସ, ୨୨।୩: କରୋନା ବିଶ୍ୱରେ ମହାମାରୀ ରୂପ ନେଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇ ଥିବା ଜନତା କର୍ଫ୍ୟୁର ପ୍ରଭାବ ଏସ୍‌ସିବି ମେଡିକାଲରେ ମଧ୍ୟ ପଡିବ। ଏହାକୁ ଦୃଷ୍ଟିରେ ରଖି ଏସ୍‌ସିବି ମେଡିକାଲରେ ହେବାକୁ ଥିବା ସମସ୍ତ ନିୟମିତ ଅପରେସନ ସ୍ଥଗିତ ରଖାଯାଇଛି। ବୋଲି ଶଲ୍ୟ ଚିକିତ୍ସା ବିଭାଗୀୟ ମୂଖ୍ୟ ଡା. ବନ ବିହାରୀ ମିଶ୍ର ସୂଚନା ଦେଇଛନ୍ତି। କିନ୍ତୁ ଜରୁରିକାଳୀନ ସର୍ଜରୀକୁ ଆବଶ୍ୟକ ଅନୁଯାୟୀ ନିଶ୍ଚୟ ବିଚାରକୁ ନିଆଯିବ ବୋଲି ସେ କହିଛନ୍ତି। ସେହିପରି ସମାନ ନିୟମ ମଧ୍ୟ ବେସରକାରୀ ହସ୍ପିଟାଲଗୁଡିକରେ ଲାଗୁ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri