Posted inଖେଳ

ଏହି ଅଭିନେତାଙ୍କ ଝିଅଙ୍କୁ ଡେଟ୍‌ କରୁଛନ୍ତି କେ.ଏଲ ରାହୁଲ

ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କ୍ରିକେଟର କେ.ଏଲ.ରାହୁଲ ବଲିଉଡ ଅଭିନେତା ସୁନୀଲ ସେଟ୍ଟୀଙ୍କ ଝିଅ ଆଥିୟାଙ୍କ ଡେଟ କରୁଥିବା ନେଇ ଏବେ ଜୋର ସୋରରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ରାହୁଲ ବିଶ୍ୱକପ ଖେଳିବା ପାଇଁ ଇଂଲଣ୍ଡ ଯିବା ପୂର୍ବରୁ ଆଥିୟାଙ୍କ ସହ କିଛିଦିନ ବିତାଇ ଥିଲେ ବୋଲି ତାଙ୍କର ଜଣେ ବନ୍ଧୁ କହିଛନ୍ତି। ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ସେ ଏହା କହିଛନ୍ତି। ପୂର୍ବରୁ ରାହୁଲଙ୍କ ନାଁ ଅଭିନେତ୍ରୀ ସୋନଲ ଚୌହାନ୍‌ ଏବଂ ନିଧି ଅଗ୍ରଓ୍ବାଲଙ୍କ ସହ ଯୋଡା ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri