Posted inଖେଳ

ଏହି ଅଭିନେତ୍ରୀଙ୍କ ସହ ଡେଟିଂରେ ଯିବାକୁ ଚାହୁଁଥିଲେ କ୍ରିକେଟର ସୁରେଶ ରାଇନା

ଭାରତୀୟ କ୍ରିକେଟର ସୁରେଶ ରାଇନା ଖରାପ ଫର୍ମ ଯୋଗୁ ଦଳରୁ ବାଦ୍‌ ପଡିଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଇବା ସହ ଆଗାମୀ ଆଇପିଏଲ ସିଜିନ୍‌ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି ରାଇନା। ଯଦିଓ ସେ ବ୍ୟାଙ୍କର୍‌ ପ୍ରିୟଙ୍କ ଚୌଧୁରୀଙ୍କୁ ବିବାହ କରିଛନ୍ତି କିନ୍ତୁ ବଲିଉଡ୍‌ର ଜଣେ ଅଭିନେତ୍ରୀ ଦୀର୍ଘ ଦିନ ଧରି ତାଙ୍କ ହୃଦୟରେ ରାଜ୍‌ କରିଥିଲେ। ନିକଟରେ ଏକ ଶୋ’ରେ ଭାଗ ନେଇ ନିଜ ବ୍ୟକ୍ତିଗତ ଜୀବନୀକୁ ନେଇ କିଛି ଖୁଲାସା କରିଛନ୍ତି। କଲେଜରେ ପଢୁତତ୍ବାବେଳେ ସେ ଅଭିନେତ୍ରୀ ସୋନାଲି ବେନ୍ଦ୍ରେଙ୍କ ସହ ଡେଟିଂରେ ଯିବାକୁ ସ୍ବପ୍ନ ଦେଖୁଥିଲେ ବୋଲି ରାଇନା କହିଛନ୍ତି। ସୋନାଲି କ୍ୟାନସରରେ ପୀଡିତ ହୋଇ ଚିକିତ୍ସିତ ହେଉଥିବାବେଳେ ତାଙ୍କୁ ଏକ ଖାସ୍‌ ମେସେଜ୍‌ ପଠାଇଥିଲେ ସେ। ଏହି ଶୋ’ରେ ଝିଅ ଗ୍ରାସିଆକୁ ନେଇ ରାଇନା କହିଛନ୍ତି, ଝିଅ ମୋର ବଡ ସାହସ। ସେ ଆସିବା ପରେ ମୋ ଜୀବନରେ ଅନେକ କିଛି ପରିବର୍ତ୍ତନ ଆସିଛି। ସୂଚନାଯୋଗ୍ୟ, ଗତବର୍ଷ ଆଇପିଏଲ ପରଠାରୁ ଆହତ କାରଣରୁ ଅନ୍ତର୍ଜାତୀୟ ମ୍ୟାଚ ଖେଳିନାହାନ୍ତି ରାଇନା। ଚଳିତବର୍ଷ ଆଇପିଏଲରେ ସେ ଭଲ ପ୍ରଦର୍ଶନ କରି ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାତୀ ନକ୍ଷତ୍ରରେ ବୁଧଙ୍କ ଏଣ୍ଟ୍ରି: ନଭେମ୍ୱର ୩ରୁ ୫ ରାଶିରେ ଧନବର୍ଷା, ଚାକିରିରେ ବଡ଼ ପଦୋନ୍ନତି…

ବୁଧ ଗ୍ରହଙ୍କ ନକ୍ଷତ୍ର ଚଳନ ହେତୁ ବୃଷ, ମିଥୁନ, ସିଂହ, ତୁଳା ଏବଂ ଧନୁ ରାଶିର ବ୍ୟକ୍ତିବିଶେଷଙ୍କୁ ଲାଭ ମିଳିପାରେ। ଏହି ରାଶିର ଲୋକଙ୍କ ପାଇଁ କ୍ୟାରିୟର…

ଉଗ୍ର ହେଲାଣି ଅର୍ଣ୍ଣବ: ଭୁବନେଶ୍ୱର-ପୁରୀରେ ୧୦୦ ଛୁଇଁବ ପବନ! ଆଜି ରାତିରେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ବଳ ଗୋଟାଉଛି ବାତ୍ୟା ଅର୍ଣ୍ଣବ। ଦ୍ରୁତ ଗତିରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଅତିଭୀଷଣ ବାତ୍ୟା ରୂପ ନେଇ ମାଡ଼ି ଆସୁଛି ଅର୍ଣ୍ଣବ ।…

ଅଭିଷେକ ଶର୍ମାଙ୍କ ରେକର୍ଡ ବର୍ଷା: କୋହଲିଙ୍କୁ ପକାଇଲେ ପଛରେ, ମାତ୍ର ୩୫ ବଲ୍‌ରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍‌ରେ ଖେଳାଯାଉଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମାଙ୍କ ବ୍ୟାଟ୍‌ରୁ ରନ ବର୍ଷା ହୋଇଛି। ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୧୯୯ ରନ୍‌ର…

ଅଭିଷେକ-ବୈଭବଙ୍କ ଝଡ଼ରେ ଧରାଶୟୀ ନ୍ୟୁଜିଲାଣ୍ଡ: ଭାରତର ଧମାକାଦାର ବିଜୟ

ୱେଲିଂଟନ୍‌,୨୭।୧୦: ୱେଲିଂଟନ୍‌ରେ ନ୍ୟୁଜିଲାଣ୍ଡର ୱେଲିଂଟନ୍‌ରେ ଭାରତୀୟ ବ୍ୟାଟରଙ୍କ ଧମାକାଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ…

DA ବୃଦ୍ଧିକୁ ନେଇ ବଡ଼ ଅପଡେଟ୍‌: ଜଣାପଡିଲା କାହିଁକି ହେଉଛି ଡେରି!

ନୂଆଦିଲ୍ଲୀ,୨୭।୧୦: କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମନରେ ଏବେ ଗୋଟିଏ ପ୍ରଶ୍ନ ଉଙ୍କି ମାରୁଛି ଜୁଲାଇ ୨୦୨୬ରୁ ଲାଗୁ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧି…

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ଅଘଟଣ: ଏମିତି କିଛି ଘଟିଲା ଆଖି ବନ୍ଦ କରିଦେଲେ ବ୍ୟାଟର୍‌, ସମସ୍ତେ ଆଶ୍ଚର୍ଯ୍ୟ

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ ଚାଲିଥିବା ବେଳେ ଏକ ବଡ଼ ଅଘଟଣ ଅଳ୍ପକେ ଟଳିଯାଇଛି। ନ୍ୟୁଜିଲାଣ୍ଡର ବ୍ୟାଟର୍‌ ଡାରିଲ ମିଚେଲଙ୍କ ଏକ…

ଅର୍ଶଦୀପଙ୍କ ବିଶ୍ୱରେକର୍ଡ: ନ୍ୟୁଜିଲାଣ୍ଡ ବିପକ୍ଷରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଟି-୨୦ ସିରିଜ୍‌ର ତୃତୀୟ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ ଏକ ବଡ଼ ରେକର୍ଡ ନିଜ ନାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?