Posted inଖେଳ

ଏହି କ୍ରିକେଟର ଝିଅ କୃଷ୍ଣଙ୍କ ଭଜନ ଗାଇ ଚର୍ଚ୍ଚାରେ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଝିଅ ଜିଭାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓରେ ମାଲାୟଲମ ଭାଷାରେ ଜିଭା କୃଷ୍ଣ ଭଜନ ଗାଉଥିବାର ଦେଖାଯାଇଛି। ଏହି ଭିଡିଓକୁ ୟୁଜର୍ସ ବେଶ୍‌ ପସନ୍ଦ କରିଛନ୍ତି। ଜିଭାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ପେଜ୍‌ରେ ଏହି ଭିଡିଓକୁ ଶେୟାର କରାଯାଇଛି। ଧୋନୀଙ୍କ ଭଳି ଜିଭାଙ୍କ ମଧ୍ୟରେ ଭରପୂର ଟ୍ୟାଲେଣ୍ଟ୍‌ ରହିଛି ବୋଲି ୟୁଜର୍ସ କହିଛନ୍ତି। ଗତ କିଛିଦିନ ପୂର୍ବରୁ ଧୋନୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁ ଭିଡିଓରେ ‘ଜବ୍‌ କୋଇ ବାତ୍‌ ବିଗଡ୍‌ ଯାଏ’ ଗୀତ ଗାଇ ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri