ଏହି କ୍ରିକେଟରଙ୍କ ପ୍ରେମରେ ପଡିଥିଲେ ବାହୁବଳୀ ଫେମ୍‌ ଅନୁଷ୍କା ସେଟ୍ଟୀ

ବଲିଉଡ ଏବଂ କ୍ରିକେଟ ମଧ୍ୟରେ ସମ୍ପର୍କ ବହୁ ପୁରୁଣା। ଅନେକ ସମୟରେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ଗଣମାଧ୍ୟମରେ ବେଶ ଚର୍ଚ୍ଚା ହୋଇଥାଏ। ବଲିଉଡରେ ଅଭିନେତ୍ରୀଙ୍କୁ ନିଜ ପ୍ରିୟ କ୍ରିକେଟରଙ୍କ ବିଷୟରେ ପଚାରିଲେ ଅଧିକାଂଶ ବିରାଟ କୋହଲି, ରୋହିତ ଶର୍ମା ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ଭଳି କ୍ରିକେଟ ତାରକାଙ୍କ ନାଁ ଆସେ। କିନ୍ତୁ ବାହୁବଳୀ ଫେମ୍‌ ଅନୁଷ୍କା ସେଟ୍ଟୀ ଅନ୍ୟ ଅଭିନେତ୍ରୀଙ୍କଠାରୁ ଟିକେ ଅଲଗା। ଅନୁଷ୍କାଙ୍କ ଦିଲ୍‌ରେ ରାଜ କରୁଥିବା କ୍ରିକେଟର ଜଣଙ୍କ ହେଉଛନ୍ତି ଦ ଓ୍ବାଲ ନାମରେ ପରିଚିତ ରାହୁଲ ଦ୍ରାଭିଡ। ଏକ ସାକ୍ଷାତକାରରେ ସେ ଏହା ଖୁଲାସା କରିଥିଲେ। ରାହୁଲ ଜଣେ ପରଫେକ୍ଟ ଜେଣ୍ଟେଲମ୍ୟାନ। ପିଲାଦିନେ ତାଙ୍କ ଫଟୋ ସଂଗ୍ରହ କରିବା ସହ ତାଙ୍କ ଖେଳ ଦେଖିବାକୁ ପାଗଳ ଥିଲି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri